Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢ଼ାଖୋଲ ଠାରେ ଜାତୀୟ ଆଇନ ସଚେତନତା ଦିବସ ପାଳିତ
ଆଞ୍ଚଳିକ

ରେଢ଼ାଖୋଲ ଠାରେ ଜାତୀୟ ଆଇନ ସଚେତନତା ଦିବସ ପାଳିତ

November 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ସ୍ଥାନୀୟ ରାଣୀ ଅନ୍ନପୂର୍ଣ୍ଣା ସରକାରୀ ବାଳିକା ବିଦ୍ୟାଳୟ ପରିସରରେ ଗୁରୁବାର ଦିନ ଜାତୀୟ ଆଇନ ସଚେତନତା ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପଦ୍ମଶ୍ରୀ ଦାସ ଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥି ଭାବରେ ରେଢ଼ାଖୋଲ ଆଡିସନାଲ ସେସନ୍ ଜଜ୍ ତଥା ତାଲୁକ ଲିଗାଲ ସର୍ଭିସ୍ କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ଦୀପ୍ତି ପ୍ରକାଶ ବ୍ରହ୍ମା ଯୋଗ ଦେଇ ଛାତ୍ରୀ ମାନଙ୍କୁ ଆଇନ ସେବା ସହାୟତା ସମ୍ପର୍କରେ ପ୍ରେରଣାଦାୟୀ ଅଭିଭାଷଣ ରଖିଥିଲେ। ବିଦ୍ୟାଳୟର ବରିଷ୍ଟ ଶିକ୍ଷକ ବିଜୟା ନନ୍ଦ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିବା ସହିତ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରୀ ମାନେ ଆଇନ ସଚେତନତା କାର୍ଯ୍ୟକ୍ରମ ବିଷୟରେ ସ୍ଲୋଗାନ ସହିତ ପ୍ଲାକାର୍ଡ ଧରି ଏକ ରାଲି କରି ସହର ପରିକ୍ରମା କରିଥିଲେ। ଏହି ରାଲି କୁ  ମୁଖ୍ୟ ଅତିଥି ଉଦଘାଟନ କରି ନିଜେ ସାମିଲ ହୋଇଥିଲେ। ଏଥିରେ ତାଲୁକ୍ ଆଇନ ସେବା ପ୍ରାଧିକରଣ ର ଅଧିବକ୍ତା ପରୀକ୍ଷିତ ଦାସ, ପେନାଲ ଅଧିବକ୍ତା ତୁଷାରକାନ୍ତ କର, ରାଜେନ୍ଦ୍ର ପ୍ରସାଦ ବୈଠାରୁ, ସୁଜିତ କୁମାର ପ୍ରଧାନ, ଭବାନୀ ଶଙ୍କର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ପରିଶେଷରେ ରାଜେନ୍ଦ୍ର ବୈଠାରୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରୀ ମାନଙ୍କ ସହିତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ।

ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ବିରଳ ଯୋଡାମୁଣ୍ଡ ଶିଶୁ ଜନ୍ମ

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026

ପାଲଘରରେ ଭୟାବହ ଅଗ୍ନିକାଣ୍ଡ: ଦୁଇ ମହିଳା ମୃତ, ୬ ଗୁରୁତର

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.