Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଜୁଆ ଆଡ୍ଡା ଉପରେ ଚଢ଼ାଉ, ୪ ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଲୁଗାଁ: ଜୁଆ ଆଡ୍ଡା ଉପରେ ଚଢ଼ାଉ, ୪ ଅଭିଯୁକ୍ତ ଗିରଫ

November 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ମଧ୍ୟାହ୍ନରେ ବାଲୁଗାଁ ପୋଲିସ ଅତର୍କିତ ଭାବେ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୫ଟି ବାଇକ ସମେତ ୪ ଅଭିଯୁକ୍ତକୁ ଗିରଫ କରିଛି। ଖବର ମୁତାବକ ବାଲୁଗାଁ ଥାନା ଅନ୍ତର୍ଗତ ସାମନ୍ତସିଂହାର ପୁର କଲେଜ ନିକଟ ବାତ୍ୟା ଆଶ୍ରୟ ସ୍ଥଳୀ ଠାରେ ଜୁଆ ଖେଳ ହେଉଥିବା ନେଇ ଖବର ମିଳିବାପରେ ଆଇଆଇସି ଜୟ ପ୍ରକାଶ ପରିଡା ସଦଳବଳେ ସମ୍ପୃକ୍ତ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଥିଲେ।

ଚଢ଼ାଉ ବେଳେ ଜିତେନ୍ଦ୍ର ସୁନ୍ଦରାୟ (୩୪), ବରଜୁ ବେହେରା (୩୩), ସୁବୋଧ ପାଇକରାୟ (୩୨), ପ୍ରସନ୍ନ ରାଉତକୁ (୩୯) ଗିରଫ କରିବା ସହ ସେମାନଙ୍କ ନିକଟରୁ ୫ଟି ବାଇକ ସହ ନଗଦ ୮୫୦୦ ଟଙ୍କା ଜବତ କରାଯାଇଛି। ଅଭିଯୁକ୍ତଙ୍କ ବିରୁଦ୍ଧରେ ୩ ଓପିଜି ଅଧିନିୟମ ଅନୁଯାୟୀ କେଶ ନଂ ୩୧୮/୨୩ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ଶ୍ରୀ ପରିଡା ସୂଚନା ଦେଇଛନ୍ତି।

ଅଭିଯୁକ୍ତ ଗିରଫ ଜୁଆ ଆଡ୍ଡା ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.