Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବାଣ ଯୋଗୁଁ ଅଗ୍ନିକାଣ୍ଡ ଘଟି ଜଳିଗଲା ଚାରି ବଖରା ଘର
ଆଞ୍ଚଳିକ

ବାଣପୁର: ବାଣ ଯୋଗୁଁ ଅଗ୍ନିକାଣ୍ଡ ଘଟି ଜଳିଗଲା ଚାରି ବଖରା ଘର

November 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି। ପବିତ୍ର ଦୀପାବଳି ଉପଲକ୍ଷେ ପୁରପଲ୍ଲୀ ଉତ୍ସବମୁଖର ଥିବାବେଳେ ଆଙ୍କୁଲାପଦର ଗ୍ରାମରେ ବାଣ ଯୋଗୁଁ ଅଗ୍ନିକାଣ୍ଡ ଘଟି ଚାରି ବଖରା ଚାଳ ଘର ପୋଡ଼ିଯାଇଥିବା ଖବର ହସ୍ତଗତ ହୋଇଛି।

ବାଣପୁର ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସଙ୍କ ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ଉକ୍ତ ଗ୍ରାମରେ ନିଆଁ ଲାଗିଯାଇଥିବା ଅଭିଯୋଗ ପାଇ ତୁରନ୍ତ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚିଥିଲା। ଦୀର୍ଘ ସମୟର ପ୍ରଚେଷ୍ଟା ପରେ ନିଆଁ ଆୟତ୍ତ ହୋଇଥିବାବେଳେ ଉକ୍ତ ଗ୍ରାମର ମୂଳି ପ୍ରଧାନ, ମିଟୁ ବେହେରା, ମାନସ ବେହେରା ଏବଂ ଭ୍ରମର ପଲାଇଙ୍କ ଚାଳ ଘର ପୋଡ଼ିଯାଇଥିବା ଜଣାପଡିଛି।

ଉକ୍ତ ଅଗ୍ନିକାଣ୍ଡ ବାଣ ଦ୍ୱାରା ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଶ୍ରୀ ଦାସ କହିଛନ୍ତି। ତେବେ ଉକ୍ତ ଚାରି ଜଣ ବ୍ୟକ୍ତି ଅତି ଗରିବ ଶ୍ରେଣୀର ହୋଇଥିବାରୁ ସେମାନଙ୍କୁ ସରକାରୀ ସାହାଯ୍ୟ ଯୋଗାଇବା ପାଇଁ ସାଧାରଣରେ ଦାବି ହେଉଛି।

ଅଗ୍ନିକାଣ୍ଡ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026
Latest News

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.