Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ରାଣୀପଡ଼ା ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଳି ପୋଡ଼ି ପାଉଁଶ ହେଲା ଚାରି ବଖରା ଘର
ଆଞ୍ଚଳିକ

ବାଣପୁର: ରାଣୀପଡ଼ା ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଳି ପୋଡ଼ି ପାଉଁଶ ହେଲା ଚାରି ବଖରା ଘର

November 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଗତକାଲି ପୁଣି ଏକ ଦୁଃଖଦ ଘଟଣା ଘଟିଯାଇଛି। ରାଣୀପଡ଼ା ଗ୍ରାମରେ ଅଗ୍ନିକାଣ୍ଡ ଘଟି ଚାରି ବଖରା ଚାଳ ଘର ଜଳି ପୋଡ଼ି ପାଉଁଶ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।

ବାଣପୁର ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସଙ୍କ ସୂଚନା ମୁତାବକ ଗତକାଲି ରାତି ୧୨ ଘଟିକା ପାଖାପାଖି ରାଣୀପଡ଼ା ଗ୍ରାମରେ ନିଆଁ ଲାଗିଯାଇଥିବା ଅଭିଯୋଗ ପାଇ ତୁରନ୍ତ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚିଥିଲା। ଦୀର୍ଘ ସମୟର ପ୍ରଚେଷ୍ଟା ପରେ ନିଆଁ ଆୟତ୍ତ ହୋଇଥିବାବେଳେ ଉକ୍ତ ଗ୍ରାମର ପ୍ରେମଳତା ଶାସମଲଙ୍କ ତିନି ବଖରା ଏବଂ କିଶୋର ସ୍ୱାଇଁଙ୍କ ଏକ ବଖରା ଚାଳ ଘର ଜଳିପୋଡି ପାଉଁଶ ହୋଇଯାଇଛି। ତେବେ ଉକ୍ତ ଅଗ୍ନିକାଣ୍ଡ ବିଦ୍ୟୁତ ସଟ ସର୍କିଟ ଦ୍ୱାରା ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଶ୍ରୀ ଦାସ କହିଛନ୍ତି।

ସୂଚନା ଥାଉକି ପ୍ରେମଲତା ଜଣେ ଗରିବ ବିଧବା ମହିଳା ହୋଇଥିବା ବେଳେ ଗ୍ରାମ ସ୍କୁଲରେ ପାଚିକା ଭାବେ କାମ କରି ପେଟ ପୋଷୁଥିଲେ। ପ୍ରେମଲତାଙ୍କ ସମସ୍ତ ଆସବାବପାତ୍ର ଜଳି ପାଉଁଶ ହୋଇଯାଇଥିବା ବେଳେ ବର୍ତ୍ତମାନ ସେ ନିରୁପାୟ ହୋଇ କ୍ରନ୍ଦନ କରୁଥିବାର ଦେଖିବାକୁ ମିଳିଛି। ତୁରନ୍ତ ପୀଡ଼ିତ ମାନଙ୍କୁ ସରକାରୀ ସାହାଯ୍ୟ ଯୋଗାଇବା ପାଇଁ ସାଧାରଣରେ ଦାବି ହେଉଛି।

ଅଗ୍ନିକାଣ୍ଡ ବାଣପୁର ରାଣୀପଡ଼ା ଗ୍ରାମ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.