Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ବେଗୁନିଆ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

November 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଵେଗୁନିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୯୯ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୮୭ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୫ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୪ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ୩୦୦୦ ଟଙ୍କା ଲେଖାଏଁ ୨ ଜଣଙ୍କୁ ଏବଂ ୫୦୦୦ ଟଙ୍କା ୧ ଜଣଙ୍କୁ ମୋଟ ୩ ଜଣଙ୍କୁ ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ / ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ /ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି / ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ /ସି ଡ଼ି ଏମ୍ ଓ, ଡଃ ଆର୍ତ୍ତଵନ୍ଧୁ ନାୟକ/ବିଡିଓ, ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ବେଗୁନିଆ ବ୍ଲକ ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.