Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶିଶୁ ଦିବସରେ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ
ଆଞ୍ଚଳିକ

ଶିଶୁ ଦିବସରେ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ

November 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଶିଶୁ ହସିଲେ ଦୁନିଆ ହସେ। ପ୍ରତିଟି ଶିଶୁ ଭିତରେ ଭର ପୁର ହୋଇ ରହିଛି ବିଭିନ୍ନ ପ୍ରତିଭା। ଏହି ପ୍ରତିଭାର ଉନ୍ମେଷ ପାଇଁ ଶିଶୁ ଦିବସ ଅବସରରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପୁରସ୍କାର ବିତରଣୀ ଉତ୍ସବ ପାଳିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବଜ୍ରକୋଟ ପଞ୍ଚାୟତ ସମିତିସଭ୍ୟ ସୁଦର୍ଶନ ମାନସିଂହ, ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ତଥା ଅବସରପ୍ରାପ୍ତ ଶିକ୍ଷକ ଲକ୍ଷ୍ମୀଧର ସାହୁ, ସମ୍ମାନିତ ଅତିଥି ଭାବେ ସି.ଆର.ସି.ସି ସୁଧାକର ମିଶ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ମୋ ସ୍କୁଲ କମିଟି ସଭାପତି ଗଣେଶ୍ୱର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଓ ସହକାରୀ ଶିକ୍ଷକ କାହ୍ନୁ ଚରଣ ମୁଦୁଲିଙ୍କ ସହଯୋଗରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

ଚିତ୍ରାଙ୍କନ, ବକ୍ତୃତା, ସଙ୍ଗୀତ, ନୃତ୍ୟ ଆଦି କ୍ଷେତ୍ରରେ ପିଲାମାନଙ୍କ ମଧ୍ୟରେ ପ୍ରତିଯୋଗିତା କରା
ଯାଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ରବିନ୍ଦ୍ର କୁମାର ମାନସିଂହ, ପୁଷ୍ପାଞ୍ଜଳି ବାରିକ, ଜୟନ୍ତୀ ବାରିକ, ପ୍ରଦୀପ କୁମାର ମାନସିଂହ, ବିନାୟକ ପ୍ରଧାନ, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁଙ୍କ ସମେତ ଗ୍ରାମବାସୀମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ରଣପୁର ଶିଶୁ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖି ଲେଖିଲେ ଖଡଗେ: କର୍ଣ୍ଣାଟକ ପାଇଁ କଲେ ଗୁରୁତ୍ୱପୂର୍ଣ୍ଣ ଦାବି

October 3, 2026

TiECon Bhubaneswar: ଅକ୍ଟୋବର ୩୦ରୁ ଅନୁଷ୍ଠିତ ହେବ ଉଦ୍ୟୋଗପତି ସମ୍ମିଳନୀ ‘ଟାଇକନ ଭୁବନେଶ୍ୱର ୨୦୨୬’

October 3, 2026

ନିଖୋଜ ଛାତ୍ରର ମୃତଦେହ ଉଦ୍ଧାର

October 3, 2026

ପର୍ଗଟ୍ ସିଂହ ପଞ୍ଜାବ କଂଗ୍ରେସର ନୂଆ ସଭାପତି

October 3, 2026

ଟ୍ରେନ ଧକ୍କାରେ ଟ୍ରାକମ୍ୟାନଙ୍କ ପ୍ରାଣହାନୀ

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.