Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାଇବର ଅପରାଧ ଭିତ୍ତିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ସାଇବର ଅପରାଧ ଭିତ୍ତିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

November 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ହିଲପାଟଣାରେ ଅବସ୍ଥିତ ମାତ୍ରୁଶ୍ରୀ ଆଙ୍ଗ୍ଲୋଭେଦିକ୍ ବିଦ୍ୟାଳୟ ପରିସରରେ ଏକ ସାଇବର ଅପରାଧ ଭିତ୍ତିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସହରର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଫ୍ରେଣ୍ଡ୍ସ୍ ହେଲ୍ପିଂ କ୍ଳବ୍ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଅଧ୍ୟକ୍ଷ ଦ୍ବାରିକାନାଥ ପଣ୍ଡା ଙ୍କ ଦ୍ଵାରା ଉଦଘାଟିତ ଉକ୍ତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ଅଧ୍ୟାପିକା ଡଃ ବନୀତା ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ବହୁ ପରିମାଣର ଛାତ୍ର ଓ ଛାତ୍ରୀ ମାନେ ଆଜିକାଲି ସେଲ୍ ଫୋନ୍ ବ୍ୟବହାର କରି ବିଶେଷକରି ଟୁଇଟର ଓ ଫେସବୁକ ଦ୍ଵାରାସାଇବର ଠକାମୀର ଶିକାର ହେଉଛନ୍ତି।

ଏହିଭଳି ପରିସ୍ଥିତିରେ ସେଲ୍ ଫୋନ୍ ରେ ଆସୁଥିବା କୌଣସି ଠକାମୀ କିମ୍ବା ଅପରାଧ ବିଷୟ ଆସିଲେ ତତକ୍ଷଣାତ୍ ସାଇବର ଥାନା କୁ ସୁଚନା ଦେବାପାଇଁ କହିଥିଲେ ଓ ଫୋନ୍ ମାଧ୍ୟମରେ ଆସୁଥିବା ବିଭିନ୍ନ ଖେଳକୁ ବନ୍ଦ କରିବା ପାଇଁ ପରାମର୍ଶ ଦେଇଥିଲେ।

ଏତଦବ୍ୟତୀତ ପାୱାର ପୟଣ୍ଟ୍ ଜରିଆରେ ବିଭିନ୍ନ ଅପରାଧ ର ଉପସ୍ଥାପନ କରିଥିଲେ। ଆୟୋଜକ ଇ ଲକ୍ଷ୍ମୀକାନ୍ତ ପାତ୍ର ଙ୍କ ସୁପରିଚାଳନା ରେ ସମ୍ପନ୍ନ କାର୍ଯ୍ୟକ୍ରମରେ କ୍ଳବ୍ ଉପସଭାପତି କେ ନନ୍ଦେଶୁ ଉପସ୍ଥିତ ଅତିଥି ଓ ଛାତ୍ରଛାତ୍ରୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ସଚେତନତା କାର୍ଯ୍ୟକ୍ରମ ସାଇବର ଅପରାଧ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026
Latest News

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.