Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସାନହନ୍ତୁଆଡ଼ ଗ୍ରାମରେ ଗିରିଗୋବର୍ଦ୍ଧନ ପୂଜା ପାଳିତ
ଆଞ୍ଚଳିକ

ବାଣପୁର: ସାନହନ୍ତୁଆଡ଼ ଗ୍ରାମରେ ଗିରିଗୋବର୍ଦ୍ଧନ ପୂଜା ପାଳିତ

November 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗାଲୁଆ ପଞ୍ଚାୟତ ସାନହନ୍ତୁଆଡ଼ ଗ୍ରାମରେ ପୂର୍ବ ଓ ପଶ୍ଚିମ ତରଫରୁ ଗିରିଗୋବର୍ଦ୍ଧନ ପୂଜା ରୀତିନିତି ଅନୁସାରେ ପାଳିତ ହୋଇଯାଇଛି। ଏହି ଅବସରରେ ହଜାର ହଜାର ଭକ୍ତଙ୍କର ସୁଅ ଛୁଟିଥିଲା।

ସାନହନ୍ତୁଆଡ଼ ଗ୍ରାମର ପ୍ରତି ଘରେ ଘରେ ପୂର୍ଣ୍ଣକୁମ୍ଭ ଓ ଦୀପ ପ୍ରଜ୍ଜ୍ବଳନ ସହିତ ଫୁଲରେ ସୁସଜ୍ଜିତ କରାଯାଇଥିଲା। ସଂକୀର୍ତ୍ତନ ଓ ହରି ନାମରେ ଗ୍ରାମ ଫାଟି ପଡୁଥିଲା। ପ୍ରାତଃ ୪ ଟାରୁ ତ୍ରିନାଥ ମେଳାରେ ସରୋଜ ଶାସମଲ, ପ୍ରବୋଧ କାଣ୍ଡି, ନାଟ୍ୟଗୌରବ ମହେଶ୍ୱର ଜେନାଙ୍କ ଦ୍ଵାରା ଭଜନ ପରିବେଷଣ ହୋଇଥିଲା। ୮ ମେଳ ସଂକୀର୍ତ୍ତନ ମଣ୍ଡଳୀ ଦିନ ସାରା ସଂକୀର୍ତ୍ତନ ପରିବେଷଣ କରିଥିଲେ। ଗ୍ରାମର ତିନି ଠାକୁର ଶ୍ରୀ ରଘୁନାଥ ଦେବ, ଶ୍ରୀ କୁଞ୍ଜ ବିହାରୀ ଦେବ, ଶ୍ରୀ ମଦନ ମୋହନ ଦେବ ବିମାନରେ ଫୁଲରେ ସୁସଜ୍ଜିତ ହୋଇ ନଗର ପରିକ୍ରମା କରିଥିଲେ।

ଏହି ସମୟରେ ଗ୍ରାମରେ ଆଧ୍ୟତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ଦଶ ହଜାର ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ହୋଇଥିଲା। ସାନହନ୍ତୁଆଡ଼ ଦୁଇ ସାହିର ଯୁବଗୋଷ୍ଠୀଙ୍କର ସମ୍ପୂର୍ଣ୍ଣ ସହଯୋଗ ଦେଖିବାକୁ ମିଳିଥିଲା।

ଗିରିଗୋବର୍ଦ୍ଧନ ପୂଜା ବାଣପୁର ସାନହନ୍ତୁଆଡ଼ ଗ୍ରାମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦୨୩-୨୪ ବ୍ୟାଚ୍‌ ଶିକ୍ଷକ ହେବେ ନିୟମିତ

October 2, 2026

ପାର୍ବଣ ପୂର୍ବରୁ ଡାଲି ଦର ଉପରେ ଲାଗିବ ଲଗାମ! ଶୁଳ୍କ ହ୍ରାସ କରିପାରନ୍ତି ସରକାର

October 2, 2026

TMCରେ ସଙ୍କଟ ମଧ୍ୟରେ ଅଧୀରଙ୍କ ବଡ଼ ବୟାନ, ମମତାଙ୍କୁ କଂଗ୍ରେସକୁ ଫେରିବାକୁ ଆହ୍ୱାନ

October 2, 2026

ମହାନଦୀ ଜଳବଣ୍ଟନ ପାଇଁ ବୈଠକ: ଓଡ଼ିଶାର ଅଧିକାର ପାଇଁ ଦାବି ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

October 2, 2026

ହେମନ୍ତ ସୋରେନଙ୍କୁ ₹୧୦ ହଜାର ଜରିମାନା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.