Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ
ଆଞ୍ଚଳିକ

ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

November 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ: ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଟାଙ୍ଗୀରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ଟାଙ୍ଗୀର ମା’ ରତ୍ନମାଳୀ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟ ଖାଉଟି ଅଧିକାର ସଂଗଠନର ସଭାପତି ସୋମନାଥ ପଟ୍ଟନାୟକ, ପୂର୍ବତନ ଜିଲ୍ଲା ପରିଷଦ ଅଧକ୍ଷ ରାମଚନ୍ଦ୍ର ମହାପାତ୍ର, ଟାଙ୍ଗୀ ବ୍ଲକ ବିଡ଼ିଓ ରେଶ୍ମା ଟେଟେ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।

ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘର ପ୍ରଵକ୍ତା ସରୋଜ କୁମାର ପାଇକରାୟ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସଂଘର ସଭାପତି ପଦ୍ମନାଭ ବିଶ୍ୱାଳ ସଭାପତିତ୍ୱ କରିଥିବାବେଳେ ସଂଘର ଉପଦେଷ୍ଟା ପ୍ରଦୋଷ କୁମାର ଦାସ, ସମ୍ପାଦକ ମନୋଜ କୁମାର ପଟ୍ଟନାୟକ, ବରିଷ୍ଠ ଜଗନ୍ନାଥ ଗବେଷକ ଚନ୍ଦ୍ର ଶେଖର ଦାସ ପ୍ରମୁଖ ଅତିଥି ଭାବେ ମଞ୍ଚାସୀନ ହୋଇଥିଲେ। ସଂଘ ପକ୍ଷରୁ ଆଇନ ପରାମର୍ଶ ଦାତା ସଂଦୀପନୀ ମିଶ୍ର ପ୍ରଶସ୍ତି ପତ୍ର ପଠନ କରିବା ପରେ ବର୍ଷିଆନ ରାଜ ନେତା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଲକ୍ଷ୍ମଣ ଶ୍ରୀଚନ୍ଦନଙ୍କୁ ଉତ୍ତରୀୟ ସହ ପ୍ରସସ୍ତି ପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ସର୍ବ ଶେଷରେ ଉପସଭାପତି ମନୋଜ କୁମାର ନାଇଡୁ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସଂଘର ସଦସ୍ୟ ଅନନ୍ତ ପ୍ରଧାନ, ରାମଚନ୍ଦ୍ର ପରିଡା, ଦୁର୍ଗା ପ୍ରସାଦ ଦାସ, ରଜନୀକାନ୍ତ ମିଶ୍ର, ରାକେଶ ଜଗଦେବ, ଶଙ୍କର ବେହେରା, କମଳ ଲୋଚନ ପାଇକରାୟ, ଜୟନ୍ତ ସୁବୁଦ୍ଧି, ପ୍ରଦୀପ କୁମାର ସାହୁ, ଯଦୁମଣି ବେହେରା, ଅଜୟ ସେଠୀ, ଅଶ୍ୱନୀ କୁମାର ମହାନ୍ତି, ସୂର୍ଯକାନ୍ତ ସାହୁ, ରାକେଶ ମହାନ୍ତି, ପ୍ରଶାନ୍ତ ବେହେରା, ହିମାଂଶୁ ଚମ୍ପତି, ବାଲୁଙ୍କେଶ୍ୱର ବେହେରା ପ୍ରମୁଖ ସହଯୋଗ କରିଥିଲେ।

ଜାତୀୟ ପ୍ରେସ ଦିବସ ଟାଙ୍ଗୀ ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

୧୪୫ ନିୟୁତ ଟନ୍ ମାଲ ପରିବହନ ଲକ୍ଷ୍ୟ ହାସଲ କଲା ଭାରତୀୟ ରେଳବାଇ

June 2, 2026

ଚଳିତ ଆଇପିଏଲରେ କିଏ ରହିଲେ ଦମଦାର ଆଉ କିଏ ହେଲେ ଫ୍ଲପ?

June 2, 2026

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.