Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଶ୍ରୀଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୬ ତମ ଜନ୍ମ ମହାମହୋତ୍ସବ ପାଳିତ
ଆଞ୍ଚଳିକ

ବାଣପୁର: ଶ୍ରୀଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୬ ତମ ଜନ୍ମ ମହାମହୋତ୍ସବ ପାଳିତ

November 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ସତସଙ୍ଗ ବିହାର ଆନୁକୁଲ୍ୟରେ ପରମପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୬ତମ ଜନ୍ମ ମହାମହୋତ୍ସବ ଓ ବାଣପୁର ସତସଙ୍ଗ ବିହାରର ୫ମ ବାର୍ଷିକ ଶ୍ରୀବିଗ୍ରହ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ସହ-ପ୍ରତି-ଋତ୍ବିକ କଣ୍ଡୁରୀ ଚରଣ ପ୍ରଧାନଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ସତସଙ୍ଗରେ ପ୍ରତି ଋତ୍ବିକ ବିନାୟକ ମହାପାତ୍ର, ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ସହ-ପ୍ରତି-ଋତ୍ବିକ ଶ୍ରୀଧର ସୁନ୍ଦର ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ଜୀବନ ଆଦର୍ଶ ଉପରେ ଆଲୋକପାତ କରିଥିଲେ। ଯାଜକ କର୍ମୀ ତ୍ରିନାଥ ହୋତା ପ୍ରାରମ୍ଭିକ ସୂଚନା ଦେଇଥିଲେ।

ଏଇ ପରିପ୍ରେକ୍ଷୀରେ ବାଣପୁର ବଜାର ସମେତ ଆଖପାଖ ଅଞ୍ଚଳରେ ସୁସଜ୍ଜିତ ରଥରେ ନଗର ପରିକ୍ରମା କରାଯାଇଥିଲା। ଭୁବନେଶ୍ୱର, କଟକ ବ୍ରହ୍ମପୁର, ଖୋର୍ଦ୍ଧା ସମେତ ବିଭିନ୍ନ ଅଞ୍ଚଳର ଭକ୍ତ ଜନ ଯୋଗ ଦେଇଥିଲେ। ବାଣପୁର ସତସଙ୍ଗ ବିହାର ର ସଭାପତି ଗୋବିନ୍ଦ ପ୍ରସାଦ ଅଗ୍ରୱାଲ ଓ ସହ-ପ୍ରତି-ଋତ୍ବିକ ପୁରୁଷୋତ୍ତମ ପାଲଟାସିଂ ସମସ୍ତ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପାଦନା କରିଥିଲେ।

ବହୁସଂଖ୍ୟାରେ ଯୋଗଦେଇ ଥିବା ସମବେତ ଭକ୍ତଙ୍କ ପାଇଁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା।

ବାଣପୁର ସତସଙ୍ଗ ବିହାର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.