Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ ଶିବିର
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରାଥମିକ ଚିକିତ୍ସା ତାଲିମ ଶିବିର

November 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗୋଦାବରୀଶ ମହାବିଦ୍ୟାଳୟ ଯୁବରେଡକ୍ରସ ଶାଖା ତରଫରୁ ଏକ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ୱରେ ଆୟୋଜିତ ଉଦଘାଟନୀ ଉତ୍ସବରେ ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ବିଜୟା ବନ୍ଦନା ରାଉତରାୟ ମୂଖ୍ୟ ଅତିଥି, ଖୋର୍ଦ୍ଧା ପ୍ରାଣନାଥ ସ୍ଵୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ଅଧ୍ୟାପକ ଡ଼ ସୁବୋଧ କୁମାର ଜଗଦ୍ଦେବ ପ୍ରଶିକ୍ଷକ ଭାବରେ ଯୋଗ ଦେଇଥିଲେ।

ମହାବିଦ୍ୟାଳୟର ପ୍ରଶାସନ ଅଧିକାରୀ ଡ଼ ଶୂର ପ୍ରତାପ ନରେନ୍ଦ୍ର ସିଂ ବର୍ମା, ରାଜନୀତି ବିଜ୍ଞାନ ବିଭାଗର ମୂଖ୍ୟ ପ୍ରଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର ସହ ପ୍ରସାସନିକ ଅଧିକାରୀ ଡ଼ ସୁଜାତା ମିଶ୍ର ରେଡକ୍ରସ କାଉନସେଲର  ସତ୍ୟାନନ୍ଦ ମହାରଣା ଓ ଅଧ୍ୟାପିକା ରଶ୍ମିତା ମହାରଣା ଉପସ୍ଥିତ ହୋଇ ଶିବିରାର୍ଥୀ ମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରଶିକ୍ଷକ ଡ଼ ଜଗଦ୍ଦେବ ଛାତ୍ରଛାତ୍ରୀ ମାନଙ୍କୁ ଜୀବନ ରକ୍ଷା ପାଇଁ ଉଦିଷ୍ଟ ଅନେକ କୌଶଳ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ। ଏହି ଶିବିରରେ ଷାଠିଏ ଜଣ ଛାତ୍ରଛାତ୍ରୀ ତାଲିମଲାଭ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Latest News

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.