Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଯୁବକକୁ ଆକ୍ରମଣ ଅଭିଯୋଗରେ ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ଯୁବକକୁ ଆକ୍ରମଣ ଅଭିଯୋଗରେ ଅଭିଯୁକ୍ତ ଗିରଫ

November 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗାଙ୍ଗପୁର ଥାନା
ରକ୍ତ ଜୁଡୁବୁଡୁ ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ଥାନାରେ ହତ୍ୟା ଅଭିଯୋଗ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗାଙ୍ଗପୁର ଥାନା ଅନ୍ତର୍ଗତ ଝରପାରି ଗ୍ରାମର ତୋଫାନ ଗୌଡ଼ ନାମକ ଜଣେ ଯୁବକକୁ ଛୁରୀରେ ଆକ୍ରମଣ ଅଭିଯୋଗରେ ନିକଟସ୍ଥ କେଶପୁର ଗ୍ରାମ ର ପ୍ରଦୀପ ସ୍ୱାଇଁକୁ ଗିରଫ କରି ଗାଙ୍ଗପୁର ପୋଲିସ କୋର୍ଟ ଚାଲାଣ କରିଛି। ଗୁରୁତର ଆହତ ତୋଫାନ ଗୌଡ଼ ବର୍ତ୍ତମାନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଘଟଣାରୁ ପ୍ରକାଶ ଯେ ଆହତ ତୋଫାନ ବାରମ୍ବାର କେଶପୁର ଗ୍ରାମକୁ ଯାଉଥିବାରୁ ପ୍ରଦୀପ ଆପତ୍ତି କରି ଆସୁଥିଲା। ଯାହା ଫଳରେ ଉଭୟଙ୍କ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଥିଲା। ପରବର୍ତ୍ତୀ ସମୟରେ ପ୍ରଦୀପ କ୍ରୋଧରେ ଜର୍ଜରିତ ହୋଇ ତୋଫାନକୁ ଛୁରୀରେ ପେଟକୁ ଭୁଷି ଦେବାରୁ ତାଙ୍କର ପେଟରେ ଗଭୀର ଆଘାତ ଲାଗିଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରଦୀପକୁ କାବୁ କରି କେଶ୍ ନଂ ୮୬୨/୨୩ ଅନୁଯାୟୀ ଏକ ମାମଲା ରୁଜୁ କରି ତାକୁ କୋର୍ଟ ଚାଲାଣ କରିଛନ୍ତି।

ଅଭିଯୁକ୍ତ ଗିରଫ ଗାଙ୍ଗପୁର ଥାନା ଯୁବକକୁ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

ହୋମଗାର୍ଡଙ୍କୁ ବର୍ବର ଆକ୍ରମଣ: ୨ ମୁଖ୍ୟ ଅଭିଯୁକ୍ତଙ୍କ ସହ ୬ ଗିରଫ

September 13, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026
Latest News

ମା’ ଭଗବତୀଙ୍କ ମନ୍ଦିରରେ ଷଷ୍ଠୀ ଓଷାର ସ୍ଥିର ହେଲା ଲଗ୍ନ: ଜାଣନ୍ତୁ କେବେ ବିଜେ କରିବେ ମା’କାଠି ଠାକୁରାଣୀ?

September 16, 2026

ସାକ୍ଷୀଙ୍କୁ ଧମକ ଅଭିଯୋଗ: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା ରୁଜୁ

September 16, 2026

ପୁଣି ଏପ୍ରିଲ ୧ରୁ ଖୋଲିବ ସୁଭଦ୍ରା ପୋର୍ଟାଲ

September 16, 2026

ହଟିବେ ଅଗରକର!: ଟିମ୍ ଇଣ୍ଡିଆକୁ ମିଳିବ ନୂତନ ମୁଖ୍ୟ ଚୟନକର୍ତ୍ତା

September 16, 2026

ସମୁଦ୍ରରେ ଭାରତୀୟ ଯୁଦ୍ଧଜାହାଜକୁ ଧକ୍କା ଦେଲା ପାକିସ୍ତାନ ଯୁଦ୍ଧଜାହାଜ: ଆକ୍ସନ ମୋଡରେ ଭାରତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.