Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ ପରିସରରେ ମିଳିତ ଜନଶୁଣାଣୀ: ବିଚାର ପାଇଁ ଆସିଲା ୧୧୯ ଟି ଦରଖାସ୍ତ
ଆଞ୍ଚଳିକ

ବାଣପୁର ବ୍ଲକ ପରିସରରେ ମିଳିତ ଜନଶୁଣାଣୀ: ବିଚାର ପାଇଁ ଆସିଲା ୧୧୯ ଟି ଦରଖାସ୍ତ

November 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ବାଣପୁର ବ୍ଲକ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଏସପି ସିଦ୍ଧାର୍ଥ କଟାରିଆ, ଉପ ଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି, ବିଡ଼ିଓ ଶୀତଲ ଅଗ୍ରୱାଲ, ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ତହସିଲଦାର ଟି. ପଦ୍ମନାଭ ଦୋରା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ କାଦମ୍ବିନୀ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ବାଣପୁର ବ୍ଲକ ଅନ୍ତର୍ଗତ ମୋଟ ୧୭ ଗୋଟି ପଞ୍ଚାୟତ ଓ ଏନଏସିର ବିଭିନ୍ନ ୱାର୍ଡରୁ ସମୁଦାୟ ୧୧୯ ଟି ଦରଖାସ୍ତ ବିଚାର ପାଇଁ ଆସିଥିବା ବେଳେ ତନ୍ମଧ୍ୟରୁ ୧୦୭ ଟି ବ୍ୟକ୍ତିଗତ ଓ ୪ ଗୋଟି ସାମୁହିକ ଦରଖାସ୍ତ ଥିଲା। ତତ୍କାଳ ୩ ଗୋଟି ଆବେଦନର ସମାଧାନ ହୋଇଥିଲା।

ଅନୁରୂପ ଭାବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜଣେ ହିତାଧିକାରୀଙ୍କୁ ୧୨ ହଜାର ଟଙ୍କା ଏବଂ ରେଡ କ୍ରସ ପାଣ୍ଠିରୁ ୪ ଜଣ ହିତାଧିକାରୀଙ୍କୁ ୫-୫ ହଜାର ଟଙ୍କା ପ୍ରଦାନ କରାଯାଇଥିଲା।

ଏହି ଅବସରରେ ବାଣପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଯନ୍ତ୍ରୀ, ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ, ସିଡିପିଓ, ଜଳସେଚନ ବିଭାଗ ଅଧିକାରୀଙ୍କ ସହ ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ଟି ପଞ୍ଚାୟତର ଜନ ପ୍ରତିନିଧିମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ଶିବିରକୁ ଆସୁଥିବା ବ୍ୟକ୍ତିଙ୍କୁ ସହଯୋଗ କରିଥିଲେ। ଆଈନ ଶୃଙ୍ଖଳା ଦୃଷ୍ଟିରୁ ବାଣପୁର ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥିଲା।

ବାଣପୁର ବ୍ଲକ ମିଳିତ ଜନଶୁଣାଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

ଅନିଲ ଅମ୍ବାନୀଙ୍କ ବିରୋଧରେ ED ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୭୧୬ କୋଟିର ଘର ଜବତ

February 25, 2026

ଆଜି ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍: ବର୍ଷା ହେଲେ କାହାକୁ ମିଳିବ ଲାଭ ଏବଂ କିଏ ସହିବ କ୍ଷତି?

February 25, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇସ୍ରାଏଲରେ ଭବ୍ୟ ସ୍ୱାଗତ: ବିମାନବନ୍ଦରରେ ମିଳିଲା ଗାର୍ଡ ଅଫ୍ ଅନର

February 25, 2026

ଇଏସଆଇସି ଭୁବନେଶ୍ୱରର ୭୫ ତମ ଫାଉଣ୍ଡେସନ ଦିବସ

February 25, 2026

ମାର୍ଚ୍ଚ ୨ ତାରିଖ ସନ୍ଧ୍ୟା ୮ରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.