Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର: ଭାଗ ନେଲେ ୩୦୦ ରୁ ଉର୍ଦ୍ଧ୍ଵ ହିତାଧିକାରୀ
ଆଞ୍ଚଳିକ

ବାଣପୁରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର: ଭାଗ ନେଲେ ୩୦୦ ରୁ ଉର୍ଦ୍ଧ୍ଵ ହିତାଧିକାରୀ

November 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ସାମାଜିକ ସୁରକ୍ଷା ଓ ଭିନକ୍ଷମ ସଶକ୍ତିକରଣ ବିଭାଗ, ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ବାଣପୁର ବ୍ଲକ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଏବଂ ବିଡିଓ ଶୀତଲ ଅଗ୍ରୱାଲ ଉକ୍ତ ଶିବିରକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ୧୭ ଗୋଟି ପଞ୍ଚାୟତର ସମସ୍ତ ସରପଞ୍ଚମାନେ ଶିବିରକୁ ଆସୁଥିବା ହିତାଧିକାରୀ ମାନଙ୍କୁ ସହଯୋଗ କରୁଥିବା ଦେଖାଯାଇଥିଲା।

ବିଭିନ୍ନ ବର୍ଗର ହିତାଧିକାରୀ ମାନଙ୍କ ପାଇଁ ଯଥା ଅସ୍ଥିଶଲ୍ୟ, ମାନସିକ ଅନଗ୍ରସର, ଶ୍ରବଣ ବାଧିତ, ଦୃଷ୍ଟି ବାଧିତ ହିତାଧିକାରୀ ମାନଙ୍କ ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟାଳୟ ଚିକିତ୍ସାଳୟରୁ ଆସିଥିବା ଡାକ୍ତର ଭିନ୍ନ ଭିନ୍ନ ପ୍ରକୋଷ୍ଠରେ ପରୀକ୍ଷଣ କରିଥିଲେ। ଏଥିରେ ସମୁଦାୟ ୩୦୫ଜଣ ହିତାଧିକାରୀ ପଞ୍ଜିକୃତ କରିଥିବା ବେଳେ ୨୭୫ଜଣ ହିତାଧିକାରୀଙ୍କୁ ବିଡ଼ିଓ ଏବଂ ବ୍ଲକ ଅଧ୍ୟକ୍ଷ ପରିଚୟପତ୍ର ବଣ୍ଟନ କରିଥିଲେ।  ସେହିପରି ଭାବେ ୧୩ ଜଣ ହିତାଧିକାରୀଙ୍କୁ ରଦ୍ଦ କରାଯାଇ ଅବଶିଷ୍ଟ ୧୭ ଜଣ ହିତାଧିକାରୀଙ୍କର ପତ୍ରକୁ ଖୋର୍ଦ୍ଧାକୁ ପୁନଶ୍ଚ ପରୀକ୍ଷା ନିମନ୍ତେ ପ୍ରେରଣ କରାଯାଇଥିଲା।

ତେବେ ଭିନ୍ନକ୍ଷମମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷରେ ଉକ୍ତ ଶିବିର ଆୟୋଜନ ହୋଇଥିବା ଏବଂ ବାଣପୁର ବ୍ଲକ ପ୍ରଶାସନ ସର୍ବଦା ଭିନ୍ନକ୍ଷମ ମାନଙ୍କ ପାଇଁ କାର୍ଯ୍ୟକରିବ ବୋଲି ବ୍ଲକ ସାମାଜିକ ସୁରକ୍ଷା ଅଧିକାରିଣୀ ଗିରିବାଳା ନାୟକ କହିଛନ୍ତି। ଉକ୍ତ ଶିବିରକୁ ସୁଶ୍ରୀ ନାୟକ ଏବଂ ସଂଯୋଜକ ଅମୂଲ୍ୟ କୁମାର ସୁବୁଦ୍ଧି ପରିଚାଳନା କରିଥିଲେ।

ଅମରେନ୍ଦ୍ର ରଣସିଂହ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ବାଣପୁର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶୀତଲ ଅଗ୍ରୱାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026
Latest News

IPL ଠାରୁ PSLରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ରାଶି ଅଧିକ?: ଜାଣନ୍ତୁ କେତେ ପାର୍ଥକ୍ୟ

March 31, 2026

ବିହାର: ଶୀତଳା ମନ୍ଦିରରେ ଦଳାଚକଟା, ୮ ମୃତ

March 31, 2026

ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

March 31, 2026

ଆଜି ରାଜରାଜେଶ୍ଵରୀ ବେଶରେ ଦର୍ଶନ ଦେବେ କାକଟପୁରବାସିନୀ ମା’ ମଙ୍ଗଳା: ଜାଣନ୍ତୁ ନୀତିକାନ୍ତି

March 31, 2026

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ର ଏକ ବର୍ଷ ପୂର୍ତ୍ତି: ସମସ୍ତ ହିତାଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.