Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜରାଜୀର୍ଣ୍ଣ ଅବସ୍ଥାରେ ନୂଆଁଗଡ଼ ଶ୍ମଶାନ ଗୃହ
ଆଞ୍ଚଳିକ

ଜରାଜୀର୍ଣ୍ଣ ଅବସ୍ଥାରେ ନୂଆଁଗଡ଼ ଶ୍ମଶାନ ଗୃହ

November 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତର ନୂଆଁଗଡ଼ ଗ୍ରାମ ଶ୍ମଶାନ ଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ସତେ ଯେମିତି ଏହା ପ୍ରତି କାହାର ନିଘା ନାହିଁ। ମନୁଷ୍ୟ ଜୀବନର ଶେଷ ସ୍ଥାନ ହେଉଛି ଏହି ଶ୍ମଶାନ। ଏହା ଏ ଭଳି ସ୍ଥିତିରେ ଅଛି ଯିଏ ବି ଦେଖିବ ସେ ନିଶ୍ଚିତ ଭାବରେ ଦୁଃଖ ଅନୁଭବ କରିବ।

ସୂଚନା ଅନୁଯାୟୀ ଦୀର୍ଘ ବର୍ଷ ହେଲାଣି ଏହି ଶ୍ମଶାନ ଗୃହଟି ନିର୍ମାଣ ହୋଇଥିଲା ବର୍ତ୍ତମାନ ତାହା ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ସିମେଣ୍ଟ ଛାଡିବା ସହ କଙ୍କ୍ରିଟ୍ ଭୁଶୁଡ଼ି ଛଡ ବାହାରକୁ ଦେଖା ଗଲାଣି। ସତେ ଯେମିତି ଏହା ପ୍ରତି କାହାର ନିଘା ନାହିଁ। ଜୀବନ ର ଶେଷ ସ୍ଥାନର ଅବସ୍ଥା ଯଦି ଏଭଳି ହେବ ନିଶ୍ଚିତ ଭାବେ ତାହା ଦୁଖଃ ଦାୟକ। ବର୍ଷା ହେଉଥିବା ସମୟରେ ଯଦି କୋଣସି ଲୋକଙ୍କ ପ୍ରାଣ ବାୟୁ ଉଡି ଯାଏ ତାହା ହେଲେ ଶବ ସତ୍କାର କରିବା ଏହି ଶ୍ମଶାନ ରେ କେତେ ଯେ କଷ୍ଟ ଦାୟକ ଜଣେ ଅନୁଭବି ହିଁ ସେ କଥା କହି ପାରିବ।

ଏ ଦିଗରେ ପ୍ରଶାସନ ଦୃଷ୍ଟି ଦେବା ସହ ନୂତନ ଶ୍ମଶାନ ଗୃହ ନିର୍ମାଣ ପାଇଁ ଗ୍ରାମବାସୀମାନେ ଦାବୀ କରିଛନ୍ତି। ସରକାର ଏ ଦିଗରେ ବିଭିନ୍ନ ଯୋଜନା କରିବା ସହ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ସତେ ଯେମିତି ଏହି ଶ୍ମଶାନ ପାଇଁ କାହାର ନିଘା ନାହିଁ।

ଅଙ୍ଗାରଗାଁ ପଞ୍ଚାୟତ ବେଗୁନିଆପଡା ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଏନ୍‌ଏସ୍‌ଏପି ଅବଧି ୫ ବର୍ଷ ବୃଦ୍ଧି

October 14, 2026

Netflixରେ ଛଟେଇ ଝଡ଼! ୧୦୦୦ କର୍ମଚାରୀଙ୍କ ଚାକିରି ଉପରେ ବିପଦ

October 14, 2026

ସାମ୍ବାଦିକ ଅଧିକୃତୀକରଣ କମିଟି ଗଠନ ପାଇଁ ପ୍ରେସ୍ କାଉନସିଲ୍‌ର ନିର୍ଦ୍ଦେଶ

October 14, 2026

ଓଡ଼ିଶା ପୋଲିସ ଚାକିରି ଆଶାୟୀଙ୍କ ପାଇଁ ଖବର, ୨୯ ତାରିଖ ସୁଦ୍ଧା ଶେଷ କରନ୍ତୁ ଏହି କାମ

October 14, 2026

ଜ୍ଞାନେଶ କୁମାରଙ୍କୁ ଟାର୍ଗେଟ୍ କଲେ ପ୍ରଶାନ୍ତ କିଶୋର, ନିର୍ବାଚନ କମିଶନଙ୍କ ଭୂମିକା ଉପରେ ପ୍ରଶ୍ନ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.