Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକ୍ଟିଦେଉଳରେ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ
ଆଞ୍ଚଳିକ

ନାକ୍ଟିଦେଉଳରେ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ

November 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ପ୍ରାୟୋଜିତ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଅଛି। ଅନୁଷ୍ଠାନର ଅଧ୍ୟକ୍ଷ ଡଃ.ମନୋରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ନାକ୍ଟିଦେଉଳ ବ୍ଲକ ଶିକ୍ଷା ଅଧିକାରୀ, ବିଜୟ କୁମାର ପାତ୍ର ମୁଖ୍ୟ ଅତିଥି ଓ ଅଧ୍ୟାପକ ଡଃ.ପ୍ରଶାନ୍ତ କୁମାର ଦାଶ ମୁଖ୍ୟବକ୍ତା ଭାବେ ଯୋଗଦେଇ ଯୁବ ଓଡିଶା ନବୀନ ଓଡିଶାର ଆଭିମୁଖ୍ୟ ଓ ଯୁବ ପ୍ରତିଭାର ବିକାଶ ସଂପର୍କରେ ଆଲୋଚନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପିକା ବିନୀତା ମୁର୍ମୁ, ଉମାକାନ୍ତ ବିଶ୍ବାଳ, ହେମାନନ୍ଦ ପ୍ରଧାନ, ଜିତେନ୍ଦ୍ରୀୟ ପ୍ରଧାନ ମଞ୍ଚାସୀନ ଥିଲେ।

ନୋଡାଲ ଅଫିସର ଅଧ୍ୟାପକ ସଂଜୀବ ଦାଶ କାର୍ଯ୍ୟକ୍ରମ ଅନ୍ତର୍ଗତ କ୍ରୀଡା, ସଂସ୍କୃତି ଓ ସମାଜିକ କାର୍ଯ୍ୟ ଅଧିନରେ ଆଗାମୀ ଏକ ମାସ ମଧ୍ୟରେ ହେବାକୁ ଥିବା ବିଭିନ୍ନ ପ୍ରତିଯୋଗିତା ସଂପର୍କରେ ବିଶଦ ଆଲୋଚନା କରିଥିଲେ।

ଏହି ଅବସରରେ ପୁରାତନ ଛାତ୍ର ସ୍ବର୍ଗତ ପ୍ରଦୁମ୍ନ ଦାଶଙ୍କ ସ୍ମୃତି ଉଦ୍ଧେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ହୁସେନ ପ୍ରଧାନ, ଅରୁଣ ବିଶ୍ବାଳ, ପୁରୁଷୋତ୍ତମ ବେହେରା, ଜିତେନ୍ଦ୍ରୀୟ ପଣ୍ଡା, ଅଶୋକ ଧଳ, ପିତବାସ ସାହୁ,ବିଜୟ ପ୍ରଧାନ, ଅମିତ ସାହୁ, ବିବେକାନନ୍ଦ ପ୍ରଧାନ ଓ ଶାନ୍ତିଲତା ସାହୁ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଅଧ୍ୟାପକ ସରୋଜ କୁମାର ଭୁଏ ଧନ୍ୟବାଦ ଅର୍ପଣ କରିଥିଲେ।

ଓଡିଶା ସରକାର ନାକ୍ଟିଦେଉଳ ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ଵିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026
Latest News

ଇଣ୍ଡିଆ ମେଣ୍ଟରେ ଫାଟ!: କଂଗ୍ରେସକୁ ଝଟକା ଦେଲେ ଷ୍ଟାଲିନ, ତାମିଲନାଡୁରେ କେରଳ-ବଙ୍ଗଳା ମଡେଲକୁ ନାଁ

July 13, 2026

ଶେଷ ପର୍ଯ୍ୟାୟରେ ଶ୍ରୀବଳଦେବଜୀଉଙ୍କ ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ କାର୍ଯ୍ୟ

July 13, 2026

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.