Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ଏନସିସି ଦିବସ ପାଳିତ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ଏନସିସି ଦିବସ ପାଳିତ

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ଏନସିସି ଦିବସ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏନସିସି ଅଫିସର ଲେଫ୍ଟନାଣ୍ଟ ଡକ୍ଟର ଅକ୍ଷୟ କୁମାର ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ ଏନସିସି ଦିବସରେ ପ୍ରଥମେ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ ଏନସିସି ପତାକା ଉତ୍ତୋଳନ କରିବା ପରେ କ୍ୟାଡେଟ ମାନଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇ ଦେଶ ମାତୃକାର ସେବା ପାଇଁ ଆଗେଇ ଆସିବାକୁ ଆହ୍ୱାନ ଜଣାଇଥିଲେ।

ଏହାପରେ କ୍ୟାଡେଟ ମାନେ ବାଲୁଗାଁ କଲେଜରୁ ଶୋଭାଯାତ୍ରାରେ ବାହାରି ବାଲୁଗାଁ ବଜାର ଓ ଚିଲିକା କୂଳ ଠାରେ ପୁନିତ ସାଗର ଅଭିଯାନର ଅଂଶ ସ୍ୱରୂପ ପ୍ଲାଷ୍ଟିକ ମୁକ୍ତ ଚିଲିକା ଓ ପ୍ଲାଷ୍ଟିକ ମୁକ୍ତ ବାଲୁଗାଁ, ବେଟି ବଚାଓ, ବେଟି ପଢ଼ାଓ, ସ୍ଵଚ୍ଛ ଭାରତ ସୁନ୍ଦର ଭାରତ, ପକ୍ଷୀ ସୁରକ୍ଷା ଚିଲିକା ରକ୍ଷା, ଆଦି ଶୀର୍ଷକ ସ୍ଲୋଗାନ ଦେଇ ଓ ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ କରି ଅଂଚଳରେ ସଚେତନତା ସୃଷ୍ଟି କରିଥିଲେ। ବରିଷ୍ଠ ଅଧ୍ୟାପକ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି, ଡକ୍ଟର କୈଳାଶ ଚନ୍ଦ୍ର ମହାରଣା,ଅଧ୍ୟାପିକା ରୀନା ରାଉତ ଯୋଗଦେଇ କ୍ୟାଡେଟ ମାନଙ୍କୁ ଉତ୍ସାହିତ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ବିପର୍ଯ୍ୟୟ ପରିଚାଳନା ପାଇଁ ଜିଲ୍ଲା ସ୍ତରୀୟ ଆଲୋଚନା ଭିତ୍ତିକ ଅଭ୍ୟାସ

June 18, 2026

କର୍ଣ୍ଣାଟକରେ ବିଜେପି ସହିତ ଖେଳ!: ଏମଏଲସି ନିର୍ବାଚନରେ ​​କ୍ରସ୍ ଭୋଟିଂର ଆଶଙ୍କା

June 18, 2026

RSS କାର୍ଯ୍ୟାଳୟ ଉପରେ ଆକ୍ରମଣ ଘଟଣା: ଅଭିଯୁକ୍ତମାନଙ୍କ ପାକିସ୍ତାନ ଲିଙ୍କ

June 18, 2026

ସ୍କୁଲ ବହିରେ ମୁଦ୍ରଣ ତ୍ରୁଟି ପ୍ରସଙ୍ଗ: ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି

June 18, 2026

ଭାରତରେ ଶସ୍ତା ହେବ କି ଡିଜେଲ ଏବଂ ପେଟ୍ରୋଲ?: ବିବୃତ୍ତି ଜାରି କଲେ ଭାରତ ସରକାର

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.