Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୋଖରୀରେ ବୁଡି ମହିଳାଙ୍କର ମୃତ୍ୟୁ
ଆଞ୍ଚଳିକ

ପୋଖରୀରେ ବୁଡି ମହିଳାଙ୍କର ମୃତ୍ୟୁ

November 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ଆଡପଡା ଗ୍ରାମରେ ଏକ ଅଘଟଣ ଘଟି ପଙ୍କଜ ପ୍ରଧାନ ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଉକ୍ତ ଗ୍ରାମର ମହିଳା ପଙ୍କଜ ସକାଳୁ ଗାଧୋଇବା ପାଇଁ ଡ଼ାକ୍ତରଖାନା ନିକଟସ୍ଥ ପୋଖରୀକୁ ଯାଇଥିଲେ ଓ ପାଣିରେ ବୁଡି ଯାଇଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ୩୬/୨୩ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ କର୍ମଶାଳା ଉଦ୍‌ଘାଟିତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.