Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ସମନ୍ଵିତ ଯୁବଵିକାଶ କାର୍ଯ୍ୟକ୍ରମ ଉଦଘାଟିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ସମନ୍ଵିତ ଯୁବଵିକାଶ କାର୍ଯ୍ୟକ୍ରମ ଉଦଘାଟିତ

December 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଓଡିଶା ସରକାରଙ୍କ ଅନୁଦାନ ଓ ନିର୍ଦ୍ଦେଶ କ୍ରମେ ଓଡ଼ିଶାର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟରେ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।କ୍ରୀଡା,ସ°ସ୍କୃତି,ସାମାଜିକତା ଆଦି ବିଭିନ୍ନ କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ମୂଖ୍ୟ ଲକ୍ଷ୍ୟ।ଆଜି ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶ୍ରୀମତୀ ବିଜୟା ବନ୍ଦନା ରାଉତରାୟଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମରେସ୍ଥାନୀୟ ଲୋକପ୍ରତିନିଧି ମାନେ ଯୋଗଦେଇ ଏହି ଉତ୍ସବର ଗୌରବ ବୃଦ୍ଧି କରିଛନ୍ତି।

ଏହି ସଭାରେ ରାଜ୍ୟସଭା ସଦସ୍ୟ ଶ୍ରୀଯୁକ୍ତ ମାନସ ରଞନ ମଙ୍ଗରାଜ ମୂଖ୍ୟ ଅତିଥି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଗୋପୀନାଥ ମହାରଣା, ବାଣପୁର ବିଜ୍ଞାପିତ ଅ°ଚଳ ପରିଷଦର ଅଧ୍ୟକ୍ଷ ଶ୍ରୀଯୁକ୍ତ ମିଟୁ ନାୟକ, ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଦେବେନ୍ଦ୍ରନାଥ ମାନସିଂହ, ପର୍ଯ୍ୟବେକ୍ଷକ ଶ୍ରୀଯୁକ୍ତ ରାଜା ଚକ୍ର,ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ, କୁମାର ଜଗତ ବଲ୍ଲଭ ମହାରଥା,କୈଳାସ ବାବୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଏହାକୁ ସାଫଲ୍ୟ ମଣ୍ଡିତ କରିଥିଲେ।

ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିନାୟକ ହୋତା ସ୍ଵାଗତ ଭାଷଣ,ଡ଼ ଶୂର ପ୍ରତାପ ନରେନ୍ଦ୍ର ସିଂହ ବର୍ମା ଅତିଥି ପରିଚୟ ପ୍ରଦାନ ଓ ଶ୍ରୀ ଜୟନ୍ତ କୁମାର ବିହାରୀ ଧନ୍ୟବାଦ ଅର୍ପଣ କରିଥିବାବେଳେ ଡ଼ ସୁଜାତା ମିଶ୍ର ମ°ଚ ପରିଚାଳନା କରିଥିଲେ।ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ ମାନେ ଏଥିରେ ଯୋଗଦେଇ ଏହାକୁ ସଫଳ କରାଇଥିଲେ।

ଓଡିଶା ସରକାର ଗୋଦାବରୀଶ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.