Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»“ଯୁବ ଓଡ଼ିଶା ନବୀନ ଓଡ଼ିଶା” ପକ୍ଷରୁ କୋଦଳାରେ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ
ଆଞ୍ଚଳିକ

“ଯୁବ ଓଡ଼ିଶା ନବୀନ ଓଡ଼ିଶା” ପକ୍ଷରୁ କୋଦଳାରେ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

December 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): “ଯୁବ ଓଡ଼ିଶା ନବୀନ ଓଡ଼ିଶା” ପକ୍ଷରୁ ଗଞ୍ଜାମ ଜିଲ୍ଲା କୋଦଳା ଲକ୍ଷ୍ମୀନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କ୍ରୀଡା ପ୍ରତିଯୋଗିତା ଅଧ୍ୟକ୍ଷ ଦତ୍ତାରାମ ବିଷୋୟୀଙ୍କ ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ହୋଇଯାଇଅଛି। ପିଇଟି ଅକ୍ଷୟ କୁମାର ବାରିକଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀ ବିଭିନ୍ନ କ୍ରୀଡା ଯଥା କବାଡି, ଜାଭଲିନ, ସଟଫୁଟ ଖେଳରେ ଅଂଶ ଗ୍ରହଣ କରିଥିଲେ।

ପ୍ରୋଗ୍ରାମ ଅଫିସର ଆଦିତ୍ୟ ପ୍ରସନ୍ନ ମହାପାତ୍ର, ଅଧ୍ୟାପକ ସରୋଜ କୁମାର ଆଚାର୍ଯ୍ୟ, ସମୀର ପରିଡା, ସୁନିତା ପାଣ୍ଡିଙ୍କ ସହଯୋଗରେ କାର୍ଯ୍ୟକ୍ରମ ସଫଳ ରୂପେ ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ସ୍ଵେଚ୍ଛାସେବୀ ଛାତ୍ର ଛାତ୍ରୀ, ପ୍ରତିଯୋଗୀ ଏବଂ ଅନୁଷ୍ଠାନର ସମସ୍ତ କର୍ମଚାରୀ ମାନେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।

କୋଦଳା କ୍ରୀଡ଼ା ପ୍ରତିଯୋଗିତା ଗଞ୍ଜାମ ଜିଲ୍ଲା ଯୁବ ଓଡ଼ିଶା ନବୀନ ଓଡ଼ିଶା
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବେଲଗୁଣ୍ଠାରେ ବେଆଇନ ବନ୍ଧୁକ ଜବତ: ଜଣେ ଗିରଫ

October 9, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗୁରୁତର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.