Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: କଂଗ୍ରେସକୁ ମଜଭୁତ କରିବାକୁ ସାଙ୍ଗଠନିକ ବୈଠକ
ଆଞ୍ଚଳିକ

ବାଣପୁର: କଂଗ୍ରେସକୁ ମଜଭୁତ କରିବାକୁ ସାଙ୍ଗଠନିକ ବୈଠକ

December 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଚିଲିକା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ସୁପ୍ତ ଅବସ୍ଥାରେ ଥିବାବେଳେ କଂଗ୍ରେସ ନେତ୍ରୀ ମିନାକ୍ଷୀ ସାମନ୍ତରାୟ ସଂଜୀବନୀ ଭଳି କାର୍ଯ୍ୟ କରୁଛନ୍ତି।  ସାଧାରଣ ନିର୍ବାଚନକୁ ଆଉ କିଛି ମାସ ଥିବାବେଳେ ଚିଲିକାରେ ଧୀରେ ଧୀରେ ରାଜନୈତିକ ପାଣିପାଗ ସରଗରମ ହେବାରେ ଲାଗିଛି।

ଏହି ପରିପ୍ରେକ୍ଷୀରେ ରବିବାର କଂଗ୍ରେସ ସଂଗଠିକା ଶ୍ରୀମତୀ ସାମନ୍ତରାୟ କଂଗ୍ରେସ କର୍ମୀ ମାନଙ୍କୁ ନେଇ ଘଣ୍ଟ ଶିଳାର ପାଦଦେଶରେ ଏକ ସାଙ୍ଗଠନିକ ବୈଠକ ଆହୁତ କରିଥିଲେ।  ଆଗକୁ କିପରି ଚିଲିକାରେ କଂଗ୍ରେସ ମଜଭୂତ ହୋଇପାରିବ ଏବଂ କର୍ମୀମାନେ ଏକଜୁଟ ହୋଇ ନିର୍ବାଚନର ସାମ୍ନା କରିବେ ବୈଠକର ମୁଖ୍ୟ ଆଲୋଚ୍ୟ ବିଷୟ ବସ୍ତୁ ଥିଲା।

ଶ୍ରୀମତୀ ସାମନ୍ତରାୟଙ୍କ ନେତୃତ୍ୱରେ ଆଗାମୀ ଦିନରେ ସମସ୍ତ କର୍ମୀମାନେ ଶପଥ ନେଇ ସଂଗଠିତ ହୋଇ କାର୍ଯ୍ୟ କରିବାକୁ ସଂକଳ୍ପ ନେଇଥିଲେ।

ଉକ୍ତ ବୈଠକରେ ଯୁବ କଂଗ୍ରେସର କୃଷ୍ଣ ବସ୍ତି, ବିପ୍ର ରଞ୍ଜନ ଜେନା, ବିପିନ ବାରିକି ପ୍ରମୁଖଙ୍କ ସହ ବହୁ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ।

କଂଗ୍ରେସ ଚିଲିକା ନିର୍ବାଚନ ମଣ୍ଡଳୀ ବାଣପୁର ସାଙ୍ଗଠନିକ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ତ୍ରିରଙ୍ଗା ଯାତ୍ରାରେ ଛାତ୍ରଛାତ୍ରୀଙ୍କୁ ସାମିଲ ନେଇ ମାନବାଧିକାର କମିଶନଙ୍କ ନିକଟରେ ଅଭିଯୋଗ କଲା କଂଗ୍ରେସ

August 11, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଜଗନ୍ନାଥ ସଂସ୍କୃତିରେ ନାରୀତତ୍ତ୍ୱ: ଆଧ୍ୟାତ୍ମିକତାରେ ମୁଖରିତ ହେଲା ମହାବିଦ୍ୟାଳୟ ପରିସର

August 10, 2026
Latest News

ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍‍ଆର-ଶାଇନ୍‍ ୨୦୨୬

August 12, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.