Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ
ଆଞ୍ଚଳିକ

ବାଣପୁରରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

December 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଭିନ୍ନକ୍ଷମ ସମ୍ବଳ ସହାୟକ ବିଶ୍ୱଜିତ ଜେନା ଓ ଦାଶରଥି ମହାସୁଆରଙ୍କ ଆବାହକତ୍ବରେ ମହାଆଡ଼ମ୍ବରରେ ଉକ୍ତ ଦିବସ ପାଳିତ ହୋଇଯାଇଛି।

ଉକ୍ତ ଦିବସରେ ପ୍ରଭାତ ଫେରି ପରେ ଆୟୋଜିତ ସଭାକୁ ଏନଏସି ଅଧ୍ୟକ୍ଷ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟିତ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଏବଂ ସମ୍ମାନିତ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ସନାତନ ଜାଲି ଅତିରିକ୍ତ ଶିକ୍ଷାଧିକାରୀ ସନ୍ଧ୍ୟାରାଣୀ ହରିଚନ୍ଦନ ଯୋଗ ଦେଇଥିଲେ। ପୂର୍ବରୁ ଟିକିରାଇ ଏମ ଇ ସ୍କୁଲ ଠାରେ ଚାରିଗୋଟି ଓ ନାଚୁଣୀ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟ ଠାରେ ୭ଟି କ୍ଲଷ୍ଟର ମାଧ୍ୟମରେ ବିଭିନ୍ନ ପ୍ରକାର ନାଚଗୀତ ଓ ଖେଳକୁଦ କରାଯାଇ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଚୟନ କରାଯାଇଥିଲା।

ଉକ୍ତ କ୍ଲଷ୍ଟର ଗୁଡ଼ିକରୁ ଉତ୍ତିର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଆଜି ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରଛାତ୍ରୀ ମାନେ ମୁଖ୍ୟ ଅତିଥିଙ୍କ ମାଧ୍ୟମରେ ପୁରସ୍କୃତ ହୋଇଥିଲେ।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ

August 26, 2025

ବାଣପୁର ବ୍ଲକରେ ମିଳିତ ଅଭିଯୋଗ ଶୁଣାଣି ଶିବିର

August 26, 2025

ବାଣପୁର: ଔଷଧ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ମୂଲ୍ୟର ସାମଗ୍ରୀ ପାଉଁଶ

August 25, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025
Latest News

ବିଜେଡିର ଦୁଇ ଛାମୁଆ ସଂଗଠନରେ ଦୁଇ ସାହୁଙ୍କୁ ନିଯୁକ୍ତି କଲେ ସଭାପତି ନବୀନ ପଟ୍ଟନାୟକ

August 26, 2025

‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସିଧା ମତାମତ ନେବେ ମୁଖ୍ୟମନ୍ତ୍ରୀ

August 26, 2025

ପାକିସ୍ତାନୀ ଗୁପ୍ତଚରଙ୍କ ସମ୍ପର୍କରେ ଥିଲେ ୧୫ ଅଧିକାରୀ, ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା

August 26, 2025

ଏସିଆ କପ ପୂର୍ବରୁ ଭାରତୀୟ ଦଳକୁ ଚେତାଇ ଦେଲେ ହରିସ୍ ରୌଫ୍!: ମ୍ୟାଚ୍ ପୂର୍ବରୁ ଦେଲେ ବଡ଼ ବୟାନ

August 26, 2025

ଅପରେସନ ସିନ୍ଦୂରର ସଫଳତା ଓ ସାଂସ୍କୃତିକ ପରମ୍ପରାକୁ ଆଧାର କରି ବନ୍ଦେ ଓଡିଶା କାର୍ଯ୍ୟକ୍ରମ

August 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.