Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ
ଆଞ୍ଚଳିକ

ବାଣପୁରରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

December 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଭିନ୍ନକ୍ଷମ ସମ୍ବଳ ସହାୟକ ବିଶ୍ୱଜିତ ଜେନା ଓ ଦାଶରଥି ମହାସୁଆରଙ୍କ ଆବାହକତ୍ବରେ ମହାଆଡ଼ମ୍ବରରେ ଉକ୍ତ ଦିବସ ପାଳିତ ହୋଇଯାଇଛି।

ଉକ୍ତ ଦିବସରେ ପ୍ରଭାତ ଫେରି ପରେ ଆୟୋଜିତ ସଭାକୁ ଏନଏସି ଅଧ୍ୟକ୍ଷ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟିତ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଏବଂ ସମ୍ମାନିତ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ସନାତନ ଜାଲି ଅତିରିକ୍ତ ଶିକ୍ଷାଧିକାରୀ ସନ୍ଧ୍ୟାରାଣୀ ହରିଚନ୍ଦନ ଯୋଗ ଦେଇଥିଲେ। ପୂର୍ବରୁ ଟିକିରାଇ ଏମ ଇ ସ୍କୁଲ ଠାରେ ଚାରିଗୋଟି ଓ ନାଚୁଣୀ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟ ଠାରେ ୭ଟି କ୍ଲଷ୍ଟର ମାଧ୍ୟମରେ ବିଭିନ୍ନ ପ୍ରକାର ନାଚଗୀତ ଓ ଖେଳକୁଦ କରାଯାଇ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଚୟନ କରାଯାଇଥିଲା।

ଉକ୍ତ କ୍ଲଷ୍ଟର ଗୁଡ଼ିକରୁ ଉତ୍ତିର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଆଜି ପ୍ରତିଯୋଗିତା କରାଯାଇ କୃତୀ ଛାତ୍ରଛାତ୍ରୀ ମାନେ ମୁଖ୍ୟ ଅତିଥିଙ୍କ ମାଧ୍ୟମରେ ପୁରସ୍କୃତ ହୋଇଥିଲେ।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ୍ ସ୍ତରୀୟ ଉଲ୍ଲାସ ପାସ ସାର୍ଟିଫିକେଟ ବଣ୍ଟନ

August 7, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷାମନ୍ତ୍ରୀଙ୍କ ତ୍ରୟୋଦଶ ବୈଠକ

August 7, 2026

ଆଇଆଇଟି ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 7, 2026

ଅଗଷ୍ଟ ୧୦ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 7, 2026

ବରଗଡ଼ ସିମେଣ୍ଟ ୱାର୍କ୍ସର ଶ୍ରମିକଙ୍କ ପାଇଁ ବଡ଼ ସଫଳତା: ୨୬.୮୧ କୋଟିର ଲାଭ

August 7, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର-ବଲାଙ୍ଗୀର ସେକ୍ସନ ନିରୀକ୍ଷଣ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.