Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭୁବନେଶ୍ବରର ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ଯୁବ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ
ଆଞ୍ଚଳିକ

ଭୁବନେଶ୍ବରର ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ଯୁବ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ

December 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରର ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ 'ଯୁବ ଓଡିଶା ନବୀନ ଓଡିଶା' କାର୍ଯ୍ୟକ୍ରମ

ଭୁବନେଶ୍ୱର: ରାଜଧାନୀର ଶିରିପୁର ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବିଭାଗ ଆନୁକୂଲ୍ୟରେ ଯୁବ ଓଡିଶା ଓ ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେ କହିଥିଲେ ଯେ, ଛାତ୍ରୀମାନେ ହେଉଛନ୍ତି ଆମ ରାଜ୍ୟ ଓ ଦେଶର ଉଜ୍ଜଳ ଭବିଷ୍ୟତ। ଆମ ସମୟରେ ଖେଳ ପଡିଆ ନ ଥିଲା କିନ୍ତୁ ଏବେ ଆମ ରାଜ୍ୟରେ ବିଶ୍ବ ବିଖ୍ୟାତ ହକି ପାଇଁ ଷ୍ଟାଡିୟମ ତିଆରି ହୋଇପାରିଛି। ତେବେ ଏସବୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି ସେ କହିଥିଲେ। ସେହିପରି ସ୍ଥାନୀୟ କର୍ପୋଟର ବିଜୟିନୀ ଜେନା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଛାତ୍ରୀମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ।

ଅନୁଷ୍ଠାନର ଅଧ୍ୟକ୍ଷା ରଶ୍ମିତା କୁମାରୀ ସାହୁ, କାର୍ଯ୍ୟକ୍ରମ ସଂଯୋଜିକା ପୁଷ୍ପାଞ୍ଜଳି ମହାପାତ୍ର, ପ୍ରଶାସିକ ପୁଷ୍ପରେଣୁ ମିଶ୍ର, ସମାଜ ସେବା ସଚେତିକା ସୁରଭି ପଟନାୟକ ଓ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରି ପ୍ରମୁଖ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ପରିଚାଳନା କରିଥିଲେ। ଅଧ୍ୟାପିକା ରାଜଲକ୍ଷ୍ମୀ ବେହେରାଙ୍କ ତତ୍ତ୍ୱବଧାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ଶେଷରେ କୃତୀ ଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଯୁକ୍ତ ଦୁଇ ରେଜଲ୍ଟ : ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

May 20, 2026

୧୦ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

May 20, 2026

ଇରାନ ଯୁଦ୍ଧ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି !

May 20, 2026

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.