Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ବିପୁଳ ପରିମାଣର ମଦ ସହ ୩ ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ବିପୁଳ ପରିମାଣର ମଦ ସହ ୩ ଅଭିଯୁକ୍ତ ଗିରଫ

December 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର /ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଣପୁର, ବାଲୁଗାଁ ଓ ନାଚୁଣୀ ଅଞ୍ଚଳରେ ବାଲୁଗାଁ ଅବକାରୀ ବିଭାଗ ଦ୍ୱାରା ଚଢ଼ାଉ କରି ବିପୁଳ ପରିମାଣର ଚୋରା ଦେଶୀମଦ ସହ ତିନିଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।

ସୂଚନା ମୁତାବକ ଆଜି ଚଢ଼ାଉ କରି ବାଣପୁର କୋଷରଡ଼ା ଗ୍ରାମର ପ୍ରଫୁଲ୍ଲ ଶବର (୨୫)ଙ୍କ ଠାରୁ ୬୦ ଲିଟର, ବାଲୁଗାଁ ଅଞ୍ଚଳ ଲମ୍ବୋଦରପୁର ଗ୍ରାମର ବିକ୍ରମ ସିଂ (୩୫) ଙ୍କ ଠାରୁ ୩୦ଲିଟର, ବାଣପୁର ଅଞ୍ଚଳ କୁଲେଇ ଗ୍ରାମର ଲିଲି ମହାରଥୀ (୪୩)ଙ୍କ ଠାରୁ ୩୦ଲିଟର ସମୁଦାୟ ୧୨୦ଲିଟର ମଦ ଜବତ କରାଯାଇଛି।

ଅଭିଯୁକ୍ତ ମାନଙ୍କ ନାମରେ ୧୫୯/୧୬୦/୧୬୧ ରେ ଭିନ୍ନ ଭିନ୍ନ ମୋକଦମା କରାଯାଇଥିବା ଅବକାରୀ ଅଧିକାରୀ ବି ମନୋଜ କୁମାର କହିଛନ୍ତି। ତେବେ ଆଗକୁ ଏହିଭଳି ଚୋରା ମଦ କାରବାର କରୁଥିବା ବ୍ୟକ୍ତିଙ୍କ ଉପରେ ଜୋରଦାର ଚଢ଼ାଉ କରାଯିବ ବୋଲି ଅବକାରୀ ଅଧିକାରୀ କହିଛନ୍ତି।

ଅଭିଯୁକ୍ତ ଗିରଫ ନାଚୁଣୀ ବାଣପୁର ବାଲୁଗାଁ ବାଲୁଗାଁ ଅବକାରୀ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026

ବିଜେପିରେ ବିଭାଜନ?: ଅଖିଳେଶ ଯାଦବଙ୍କ ସହ ଯୋଗୀ ମନ୍ତ୍ରୀଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା ଆରମ୍ଭ

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.