Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହିଳା ଓ ବାଳିକା ହିଂସା ଦୁରିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ମହିଳା ଓ ବାଳିକା ହିଂସା ଦୁରିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

December 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକ ରଣଝାଲି ଗ୍ରାମ ସ୍ଥିତ ରାଜୀବଗାନ୍ଧୀ ନବନିର୍ମାଣ ସେବା ସଂଘ କୋଠା ରେ ଜିଲ୍ଲା ପ୍ରଶାସନ, ବ୍ରହ୍ମପୁର ୱନ୍ ଷ୍ଟପ୍ ସେଣ୍ଟର୍ (ସକ୍ଷୀ କେନ୍ଦ୍ର) ଓ ନୁଆଁ ଦିଲ୍ଲୀ ସ୍ଥିତ ‘ସମା’ ଅନୁଷ୍ଠାନ ପକ୍ଷରୁ ମହିଳା ଓ ବାଳିକା ହିଂସା ଦୁରିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଲିକୋଟ ବିଧାୟିକା ସୁର୍ଯ୍ୟମଣି ବୈଦ୍ୟ ଓ ସମ୍ମାନିତ ଅତିଥି ଭାବେ ଜିଲ୍ଲା ମହିଳା ସୁରକ୍ଷା ଅଧିକାରୀ ସଙ୍ଗୀତା ପାତ୍ର, ଶିଶୁ ଉନ୍ନୟନ ପ୍ରକଳ୍ପ ଅଧିକାରୀ ସବିତା ଚ୍ୟାଉପଟନାୟକ ପ୍ରମୁଖ ଯୋଗ ଦେଇ ଆଜିର ସମାଜରେ ନାରୀର ସୁରକ୍ଷା ପାଇଁ ସମ୍ମିଳିତ ଉଦ୍ୟମର ଆବଶ୍ୟକତା ରହିଛି ଓ ଆବାଳ ବୃଦ୍ଧ ବନିତା ସଚେତନ ରହିଲେ ମହିଳା ଓ ବାଳିକା ହିଂସା ଦୁରିକରଣ ନିଶ୍ଚିତ ଭାବରେ ସଫଳ ହେବ।

ଆୟୋଜିତ କାର୍ଯ୍ୟକ୍ରମ ରେ ସକ୍ଷୀ କେନ୍ଦ୍ର ର ପ୍ରଶାସିକା ମହେଶ୍ୱତା ପାଢୀ ଓ ‘ସମା’ ନୁଅଁ ଦିଲ୍ଲୀରୁ ପ୍ରତିନିଧିତ୍ବ କରିଥିବା ସୁଶ୍ରୀ ସୁଭାଙ୍ଗୀ ସିଂ ଉପସ୍ଥିତ ମହିଳା ମାନଙ୍କୁ ବିଭିନ୍ନ ଉଦାହରଣ ସହ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମର ସରପଞ୍ଚ ମାମାଲି ଦାସ ଙ୍କ ସମେତ ଅଞ୍ଚଳ ର ବହୁ ବୁଦ୍ଧିଜୀବୀ ଓ ସମାଜସେବୀ ଯୋଗ ଦେଇଥିଲେ।

ସଚେତନତା କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ଇଣ୍ଡିଆ-ଏ’ ଟିମ୍ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଲା ସ୍ଥାନ

September 10, 2026

ଇଣ୍ଡୋନେସିଆ ପୁସ୍ତକ ମେଳାରେ ଏକମାତ୍ର ଭାରତୀୟ ପ୍ରକାଶକ ଭାବେ ଯୋଗ ଦେବ ଓଡିଶାର ‘ପେନ୍ ଇନ୍ ବୁକ୍ସ’ 

September 10, 2026

ଯୁକ୍ତ୨ରେ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ: ହେଲ୍‌ଥକେୟାର ଓ ଆପାରେଲ୍ସ ପଢ଼ିବେ ଛାତ୍ରଛାତ୍ରୀ

September 10, 2026

ବିହାରରେ ବନ୍ୟା ତାଣ୍ଡବ: ୧୪ ଜିଲ୍ଲାରେ ୩୫.୮୯ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

September 10, 2026

୯ମ ରାଷ୍ଟ୍ରୀୟ ପୋଷଣ ମାସ: ଏକ ମାସବ୍ୟାପୀ ପୋଷଣ ଉତ୍ସବ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.