Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ମା ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ପାଇଁ ତଦାରଖ କଲେ ଓବିସିସି ଟିମ
ଆଞ୍ଚଳିକ

ବାଣପୁର ମା ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ପାଇଁ ତଦାରଖ କଲେ ଓବିସିସି ଟିମ

December 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ମା ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ପାଇଁ ତଦାରଖ କଲେ ଓବିସିସି ଟିମ

ବାଣପୁର( ସୀତାରାମ ଅଗ୍ରୱାଲ): ବାଣପୁରସ୍ଥିତ ମା’ ଭଗବତୀ ମନ୍ଦିରର ରୂପାନ୍ତରିକରଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଓବିସିସି ର ଏକ ଉଚ୍ଚସ୍ତରୀୟ ଟିମ ଗତକାଲି ଅନୁଧ୍ୟାନ କରିଛନ୍ତି। ଓବିସିସି ଏମଡ଼ି ଜୟକୃଷ୍ଣ ଦାସଙ୍କ ନେତୃତ୍ୱରେ ସିନିଅର ସିଜିଏମ ପୂର୍ଣଚନ୍ଦ୍ର ମହାପାତ୍ର, ସିଜିଏମ ପ୍ରିୟବ୍ରତ ସାମନ୍ତରାୟ, ଜିଏମ ଅକ୍ଷୟ କୁମାର ସାହୁ ଏବଂ ଠିକାଦାର ବଳଦେବ ପଣ୍ଡା ଆଦି ମନ୍ଦିର ଯାଇ ତଦାରଖ କରିଥିଲେ।

ଉକ୍ତ ଟିମ ମନ୍ଦିରରେ ଆରମ୍ଭ ହେବାକୁ ଥିବା ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିବା ସହ 5T ରେ ମନ୍ଦିରର ରୂପାନ୍ତରିକରଣ, ବସ ପାର୍କିଙ୍ଗ, ପ୍ରାଚୀର ନିର୍ମାଣ ଆଦି ବିଭିନ୍ନ ବିଷୟରେ ସବିଶେଷ ଆଲୋଚନା କରିଥିଲେ। ନିକଟରେ ଉକ୍ତ ଉନ୍ନୟନ ପ୍ରକଳ୍ପରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବାବେଳେ କାମ ଖୁବଶୀଘ୍ର ଆରମ୍ଭ ହେବ ବୋଲି ଓବିସିସି ଏମଡ଼ି ଶ୍ରୀ ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିନିମନ୍ତେ ସେ ବାଣପୁର ଜନସାଧାରଣଙ୍କ ସହାୟତା ମଧ୍ୟ ଲୋଡିଛନ୍ତି ।

banpur ବାଣପୁର ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

February 2, 2026

ସଂସଦରେ ହେଲା ପ୍ରବଳ ହଟ୍ଟଗୋଳ: ଏମଏମ ନରବଣେଙ୍କ ବିଷୟ ଉଲ୍ଲେଖ କରିଥିଲେ ରାହୁଲ ଗାନ୍ଧୀ

February 2, 2026

ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.