Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହାତ୍ମାଗାନ୍ଧୀ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ
ଆଞ୍ଚଳିକ

ମହାତ୍ମାଗାନ୍ଧୀ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ

December 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ସ୍ଥିତ ମହାତ୍ମାଗାନ୍ଧୀ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ ଉପରମୁଣ୍ଡା ସତୀଘାଟଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ନିର୍ଦ୍ଦେଶକ ପଦ୍ମ ଲୋଚନ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବାର୍ଷିକୋତ୍ସବରେ ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷା ବିଭାଗର ଅଧ୍ୟାପକ ଡଃ.ପ୍ରଶାନ୍ତ କୁମାର ଦାଶ ମୁଖ୍ଯ ଅତିଥି ଭାବେ ଯୋଗଦେଇ ଶିଶୁମାନଙ୍କ ସାମଗ୍ରିକ ବିକାଶରେ ପରିବାର ଓ ବିଦ୍ୟାଳୟ ପରିବେଶର ଭୂମିକା ସଂପର୍କରେ ଆଲୋଚନା କରିଥିଲେ।ଅନୁଷ୍ଠାନର ଭାଇସ୍ ଚେୟାରମ୍ୟାନ ନନ୍ଦ କିଶୋର ପ୍ରଧାନ ବାର୍ଷିକ ବିବରଣୀ ପାଠ କରିଥିଲେ।

ଏହି ଅବସରରେ କୃତି ଛାତ୍ର ଛାତ୍ରୀମାନଙ୍କ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ପ୍ରଧାନ ଶିକ୍ଷକ ତୁଳସୀ ସାହୁ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ରୋଜାଲିନ ବିଶି, ପୁଷ୍ପାଞ୍ଜଳୀ ଧଳ, ବିକାଶ ପ୍ରଧାନ ଓ ଅଭିଭାବକଗଣ ସହଯୋଗ କରିଥିଲେ। ଶେଷରେ ଶିକ୍ଷୟିତ୍ରୀ ମାନୁ ଥପା ଧନ୍ୟବାଦ ଅର୍ପଣ କରିଥିଲେ।

ନାକଟିଦେଉଳ ବାର୍ଷିକୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026
Latest News

ଏବେ ବିନା ସଂଯୋଗରେ କିଛି ମିନିଟରେ ଘରକୁ ଆସିବ LPG ସିଲିଣ୍ଡର: ଜାଣନ୍ତୁ କେମିତି?

July 16, 2026

ସିଏସଏମ୍ ଟେକ୍ ର ସଫଳତା: ହାସଲ କଲା ବିଶ୍ୱ ବ୍ୟାଙ୍କ ସହାୟତା ମାଲାୱିର ଡିଜିଟାଲ୍ ପ୍ରୋକ୍ୟୁରମେଣ୍ଟ ପ୍ରକଳ୍ପ

July 16, 2026

ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

July 16, 2026

ରଥଯାତ୍ରା ସେବା ୨୦୨୬: ଭକ୍ତମାନଙ୍କୁ ଅନ୍ନସେବା ସହିତ ବିଭିନ୍ନ ସହାୟତାର ହାତ ବଢାଇଲା ରିଲାଏନ୍ସ ଇଣ୍ଡଷ୍ଟ୍ରିଜ

July 16, 2026

ପ୍ରତିବର୍ଷ ଇସ୍ରୋ ଛାଡି ଯାଉଛନ୍ତି ୧୦୦ ରୁ ୧୨୦ ବୈଜ୍ଞାନିକ: ଜାଣନ୍ତୁ ଇସ୍ତଫା ପଛର କାରଣ 

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.