Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଆଦର୍ଶ ଶ୍ରେଣୀ ଗୃହର ଶୁଭ ଉଦଘାଟନ
ଆଞ୍ଚଳିକ

ବାଣପୁର: ଆଦର୍ଶ ଶ୍ରେଣୀ ଗୃହର ଶୁଭ ଉଦଘାଟନ

December 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ବ୍ଲକ ସ୍ତରୀୟ ଆଦର୍ଶ ଶ୍ରେଣୀଗୃହର ଶୁଭ ଉଦଘାଟନ ନନ୍ଦପୁର ପଞ୍ଚାୟତର ମାନସିଂହ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବାଣପୁର ବ୍ଲକର ଏଫଏଲଏନ ମଡେଲ ସ୍କୁଲ ରୂପେ ପରିଚିତ ମାନସିଂହ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶ୍ରେଣୀଗୃହ ଅନୁଷ୍ଠାନିକ ଭାବେ ମୁଖ୍ୟ ଅତିଥି ସରପଞ୍ଚ ପୁଷ୍ପମିତ୍ର ଖୁଣ୍ଟିଆଙ୍କ କରକମଳରେ ଉଦଘାଟିତ ହୋଇଛି।

ଡିଆଇଇଟି ଖୋର୍ଦ୍ଧାର ପ୍ରିନସିପାଲ ତାପସ ନାୟକ ମହେଶ ବେହେରା, ଗୋଷ୍ଠୀ ଶିକ୍ଷା ଅଧିକାରୀ ସନାତନ ଜାଲି ଏବଂ ବିଆରସିସି ଉକ୍ତ ଉତ୍ସବରେ ଯୋଗ ଦେଇଥିଲେ। ମାନସିଂହ ବିଦ୍ୟାଳୟଟି ଏକ ଜୀବନ୍ତ ବିଦ୍ୟାଳୟ ବୋଲି ପ୍ରକାଶ କରି ଏହାର ସାଜସଜ୍ଜା,ପରିଷ୍କାର ପରିଚ୍ଛନ୍ନତା ଓ ସର୍ବୋପରି ଛାତ୍ରଛାତ୍ରୀ ମାନଙ୍କର ପାଠପଢା ପ୍ରତି ଆଗ୍ରହ ଦେଖି ଅତିଥି ମାନେ ସନ୍ତୋଷ ପ୍ରକାଶ କରିଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ସହକାରୀ ବୃନ୍ଦ ଏବଂ ସିଆରସିସି ସୂର୍ଯ୍ୟକାନ୍ତ ବେହେରା, ମନୋରଞ୍ଜନ ଖୁଣ୍ଟିଆ,କୈଳାଶ ହୋତା ପ୍ରମୁଖ ଏହାକୁ ସୁଚାରୁ ରୂପେ ପରିଚାଳନା କରିଥିଲେ।

ନନ୍ଦପୁର ପଞ୍ଚାୟତ ମୌଳିକ ସାକ୍ଷରତା ଶୁଭ ଉଦଘାଟନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.