Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାସେଳୀ ପୀଠରେ ୧୬ ତମ ବାର୍ଷିକ ତିନିଦିଆ ଯଜ୍ଞ ଆରମ୍ଭ
ଆଞ୍ଚଳିକ

ବାସେଳୀ ପୀଠରେ ୧୬ ତମ ବାର୍ଷିକ ତିନିଦିଆ ଯଜ୍ଞ ଆରମ୍ଭ

December 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: କୁଜଙ୍ଗ ପଂଚାୟତ ବଳରାମପୁର ଗ୍ରାମର ମା ବାସେଳୀ ପୀଠରେ ବଳରାମପୁର କର୍ଣ୍ଣଧାର ସମିତି ପକ୍ଷରୁ ୧୬ତମ ବାର୍ଷିକ ଯଜ୍ଞ ଆଜିଠାରୁ ଆରମ୍ଭ ହୋଇଛି। ତିନିଦିନ ଧରି ହେବାକୁ ଥିବା ଏହି ଯଜ୍ଞପାଇଁ ଆଜି ମହାନଦୀରୁ ଜଳପୂର୍ଣ୍ଣ କଳଷ ଏକ ଶୋଭାଯାତ୍ରାରେ କୁଜଙ୍ଗ ବଜାର ପରିକ୍ରମା କରି ଯଜ୍ଞସ୍ଥଳରେ ପହଂଚିବାପରେ ବିଧିବଦ୍ଧ ଭାବେ ଯଜ୍ଞ କାର୍ଯ୍ୟ ଆରମ୍ଭ କରାଇଥିଲା। କଳସ ଶୋଭାଯାତ୍ରା ସହିତ ଅଗ୍ନି ସ୍ଥାପନ, ସୂର୍ଯ୍ୟପୂଜା, ମଣ୍ଡଳ ପୂଜା, ଅଠର ଅଧ୍ୟାୟ ଆହୂତି, ସୂର୍ଯ୍ୟପୂଜା, ମାଙ୍କ ଉପଚାର ପୂଜା, ଚଣ୍ଡୀ ଆହୂତି, ପୂର୍ଣ୍ଣାହୂତି ଓ ପ୍ରସାଦ ସେବନ ଆଦି କାର୍ଯ୍ୟକ୍ରମ ରହିଛି।

ଏହି କାର୍ଯ୍ୟରେ ଅରଖିତ ବେହେରା କର୍ତ୍ତାଭାବେ କାର୍ଯ୍ୟ ସମ୍ପାଦନ କରୁଛନ୍ତି। ସଭାପତି କ୍ଷେତ୍ରବାସୀ ବେହେରା, ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ବେହେରା, କୈଳାଶଚନ୍ଦ୍ର ବେହେରା, କ୍ଷୀରୋଦ ବେହେରା, ପଂଚାନନ ବେହେରା, ମକର ବେହେରା, କୁଳମଣୀ ବେହେରା, ଶ୍ୟାମସୁନ୍ଦର ବେହେରାଙ୍କ ସମେତ ବଳରାମପୁର କର୍ଣ୍ଣଧାର ସମିତିର ସଦସ୍ୟ ଓ ଗ୍ରାମବାସୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି।

କୁଜଙ୍ଗ ପଂଚାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.