Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବ୍ଲକ୍ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଓ ରକ୍ତ ଦାନ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ବ୍ଲକ୍ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଓ ରକ୍ତ ଦାନ ଶିବିର ଅନୁଷ୍ଠିତ

December 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗୋଟିଏ ପରେ ଗୋଟିଏ ପାହାଚ ଅତିକ୍ରମ କରି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବାଣପୁର ଆଜି ୨୫ ଟି ପାହାଚକୁ ପଛରେ ପକାଇ ତାର ବିମୋହିତ ପରିସରରେ ପାଳନ କରିବାକୁ ଯାଉଛି “ରଜତ ଜୟନ୍ତୀ” ସମାରୋହ। ସେହି ସମାରୋହ ନିମନ୍ତେ ଆଜି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବାଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି ବ୍ଲକ୍ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଓ ରକ୍ତ ଦାନ ଶିବିର।

ପ୍ରତିଯୋଗିତା ବିଭାଗରେ ବକୃତା, କୁଇଜ୍, ପ୍ରବନ୍ଧ ଆଦି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଶିଶୁ ଭାଇ ଭଉଣୀ ଅଂଶ ଗ୍ରହଣ କରିଥିଲେ। ତଦନୁସାରେ ଖୋର୍ଦ୍ଧା ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟର ଡା. ମଧୁସୂଦନ ସେନାପତି ଓ ତାଙ୍କ ସହଯୋଗୀ ଏବଂ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପରିଚାଳନା ସମିତି, ବିଦ୍ଵତ ପରିଷଦ, ପ୍ରଧାନ ଆଚାର୍ଯ୍ୟ, ଆଚାର୍ଯ୍ୟ/ଆଚାର୍ଯ୍ୟା ବୃନ୍ଦଙ୍କ ପୂର୍ଣ୍ଣ ସହଯୋଗରେ ଉକ୍ତ ଶିବରର କାର୍ଯ୍ୟ ସମାପ୍ତ ହୋଇଥିଲା।

ଏହି ଶିବିରରେ ଗୁରୁଜୀ ଗୁରୁମା, ଅଭିଭାବକ, ପୂର୍ବ ଛାତ୍ର ଛାତ୍ରୀ ଓ ଶୁଭେଚ୍ଛୁ ବୃନ୍ଦ ମାନେ ରକ୍ତଦାନ କରି ଶିବିରକୁ ସଫଳ କରିବାରେ ହାତ ବଢାଇଥିଲେ।

ବାଣପୁର ରକ୍ତ ଦାନ ଶିବିର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026
Latest News

ଅହମ୍ମଦାବାଦର ବାଣ କାରଖାନାରେ ଶକ୍ତିଶାଳୀ ବିସ୍ଫୋରଣ: ୮ ମୃତ

July 18, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ଏମ୍ସ ଭୁବନେଶ୍ୱର ଷଷ୍ଠ ସମାବର୍ତ୍ତନ ଉତ୍ସବ: ମେଧାବୀ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

July 18, 2026

ବାଲୁଗାଁରେ ନୂଆ ସିନେମା ହଲ ଜଗଦମ୍ବା, ଆସନ୍ତାକାଲି ଉଦଘାଟନ କରିବେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

July 18, 2026

ସ୍ୱତନ୍ତ୍ର ଉନ୍ନୟନ ପରିଷଦର ନବନିଯୁକ୍ତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.