Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଭାରତୀୟ ଜନତା ପାର୍ଟିର ସିଦ୍ଧେଶ୍ଵରୀ ମଣ୍ଡଳର‌ ଚ଼ିନ୍ତନ ବୈଠକ
ଆଞ୍ଚଳିକ

ବାଣପୁର: ଭାରତୀୟ ଜନତା ପାର୍ଟିର ସିଦ୍ଧେଶ୍ଵରୀ ମଣ୍ଡଳର‌ ଚ଼ିନ୍ତନ ବୈଠକ

December 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଗମ୍ଭାରୀମୁଣ୍ଡା ଠାରେ ଭାରତୀୟ ଜନତା ପାର୍ଟି ସିଦ୍ଧେଶ୍ଵରୀ ମଣ୍ଡଳର‌ ଚ଼ିନ୍ତନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ଲୋକପ୍ରିୟ ତଥା ରାଜ୍ୟ ବିଜେପିର ବରିଷ୍ଠ ନେତା ପୃଥ୍ୱୀରାଜ ହରିଚ଼ନ୍ଦନ, ଖୋର୍ଦ୍ଧା ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ଶିକ୍ଷାବିତ୍ ତଥା ଦଳର ପୁରୁଖା ନେତା ଗୋଲକ ବିହାରୀ ପଟ୍ଟନାୟକ, ବରିଷ୍ଠ ନେତା ରମେଶ ଚନ୍ଦ୍ର ସାମନ୍ତସିଂହାର, ମାଧବ ପ୍ରଧାନ, ଗମ୍ଭାରୀମୁଣ୍ଡା ପଞ୍ଚାୟତର‌ ସମିତିସଭ୍ୟା ଅନିତା ପ୍ରଧାନ‌, ମଣ୍ଡଳ ସାଧାରଣ ସମ୍ପାଦକ ତପନ ପ୍ରଧାନ, ବିସ୍ତାରକ ଦେବେନ୍ଦ୍ର ପାଇଟିଆଲ୍, ଶରତ ଛାଟୋଇ, ପ୍ରକାଶ ବେହେରା, ପ୍ରଭାଶିଷ ପ୍ରଧାନ, ଦେବେନ୍ଦ୍ର ହରିଚ଼ନ୍ଦନ ଯୋଗ ଦେଇଥିଲେ।

ଏହି ବୈଠକରେ ଦଳର ଆଗାମୀ କାର୍ଯ୍ୟକ୍ରମ ବିଷୟରେ ବିସ୍ମୃତ ଆଲୋଚ଼ନା ହେବା ସହ ସଂଗଠନ କୁ ବୁଥ୍ ସ୍ତରରେ ଆହୁରି ଦୃଢ଼ କରିବା ପାଇଁ ଆଲୋଚ଼ନା ହୋଇଥିଲା। ଏହି ବୈଠକରେ ମଣ୍ଡଳ ର ସମସ୍ତ ଛାମୁଆ ନେତା ଓ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ।

ଗମ୍ଭାରୀମୁଣ୍ଡା ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ଭାରତୀୟ ଜନତା ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ତ୍ତମାନ ଆଇନ୍ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବହୁବିଧ କ୍ୟାରିୟରର ସୁଯୋଗ ରହିଛି: ଆଇନ୍ ମନ୍ତ୍ରୀ

April 18, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.