Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡାରେ ନୂଆ-ଓ ନବୀନ ଓଡ଼ିଶା ଆନୁକୁଲ୍ୟରେ ସଚେତନତା ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଗମ୍ଭାରୀମୁଣ୍ଡାରେ ନୂଆ-ଓ ନବୀନ ଓଡ଼ିଶା ଆନୁକୁଲ୍ୟରେ ସଚେତନତା ଶିବିର ଅନୁଷ୍ଠିତ

December 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗମ୍ଭାରୀମୁଣ୍ଡା (ସୀତାରାମ ଅଗ୍ରୱାଲ): ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗମ୍ଭାରୀମୁଣ୍ଡା ପରିସରରେ ନୂଆ-ଓ ନବୀନ ଓଡ଼ିଶା ଆନୁକୁଲ୍ୟରେ ଏକ ସାମାଜିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରକୁ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ଛାତ୍ର ଛାତ୍ରୀମାନେ ପଲିଥିନ୍ ମୁକ୍ତ ସମାଜ, ସ୍ବଚ୍ଛତା, ନାରୀ ଶିକ୍ଷା, ମହିଳା ସଶକ୍ତିକରଣ ଉପରେ ବିଭିନ୍ନ ସ୍ଳୋଗାନ ଦେଇ ଓ ପ୍ଳାକାର୍ଡକୁ ଧରି ଗମ୍ଭାରୀ ମୁଣ୍ଡା ବଜାର ସମେତ ମହାବିଦ୍ୟାଳୟ ସଂଲଗ୍ନ ଏକାଧିକ ଗ୍ରାମ ପରିକ୍ରମା କରିଥିଲେ।

ପରିଶେଷରେ ବିଂଝଳା ଗ୍ରାମରେ ଏକ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଥିଲା। ଅଧ୍ୟାପିକା ଗୀତାଞ୍ଜଳି ବିଶ୍ବାଳ, ପ୍ରଶାନ୍ତ କୁମାର ହୋତା, ନିରଞ୍ଜନ ପ୍ରଧାନ, ପ୍ରହଲ୍ଲାଦ ଜେନା, ଭାଗିରଥି ସାହୁ, ପ୍ରଦୀପ କୁମାର ଶତପଥୀ, ମଧୁସୂଦନ ଜେନା ଓ ରାମକୃଷ୍ଣ ପାଲଟାସିଂହ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଶେଷରେ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, କର୍ମଚାରୀ ଓ ଛାତ୍ରଛାତ୍ରୀମାନଙ୍କୁ ଧନ୍ୟବାଦ ଅର୍ପଣ କରି ଶିବିରକୁ ଉଦଯାପନ କରିଥିଲେ।

ଗମ୍ଭାରୀମୁଣ୍ଡା ନୂଆ-ଓ ନବୀନ ଓଡ଼ିଶା ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026
Latest News

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.