Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜୟଦେବ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉଦଯାପିତ
ଆଞ୍ଚଳିକ

ଜୟଦେବ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉଦଯାପିତ

December 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଜୟଦେବ ଶିଶୁମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ 18 ତାରିଖରୁ ଆରମ୍ଭ ହୋଇ ୨୦ ତାରିଖରେ ଶେଷ ହୋଇଯାଇଛି। ଏହି କ୍ରୀଡା ଉତ୍ସବରେ ଅବସର ପ୍ରାପ୍ତ ପ୍ରଶାସନ ଅଧିକାରୀ ତଥା ଖୋର୍ଦ୍ଧା ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ନିରଞ୍ଜନ ସାହୁ, ପ୍ରାକ୍ତନ ଓଡିଶା ଜନ ସେବା ନିୟୋଗ ଅଧିକାରୀ ସହଦେଵ ଜୟ ସିଂ, କବି ପଦ୍ମଜା ପ୍ରିୟ ଦର୍ଶିନୀ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ।

ମୁଖ୍ୟ ଅତିଥି ଛାତ୍ରଛାତ୍ରୀ ମାନଙ୍କୁ ମୋବାଇଲ ଠାରୁ ଦୂରରେ ରହିବା, ବାପା ମା’ ଙ୍କ କଥା ମାନିବା ପରି ଅନେକ ହିତ ଉପଦେଶ ଦେଇଥିଲେ। ଜୟଦେବ ଶିଶୁ ମନ୍ଦିରର ପରିଚାଳନା କମିଟି, ଗୁରୁଜୀ ଓ ଗୁରୁମା ଙ୍କ ସହଯୋଗରେ ବାର୍ଷିକ କ୍ରୀଡା ଉତ୍ସବ ଶେଷ ହୋଇଥିଲା।

ବାର୍ଷିକ କ୍ରୀଡା ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଭୁବନେଶ୍ୱରରେ ମହାଆଡମ୍ବର ପାଳିତ ହେଲା ସାନ୍ତାଳୀ ସମ୍ପ୍ରଦାୟର ବଡ଼ ପର୍ବ ବାହା ବଙ୍ଗା

March 2, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରଠାରେ ‘ଇନୋଭେସନ ଫେଷ୍ଟିଭାଲ-୨୦୨୬’ ଉଦଘାଟିତ

March 1, 2026
Latest News

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.