Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ହଳନ୍ଦା ଉପ ସ୍ୱାସ୍ଥ୍ୟକେନ୍ଦ୍ରର ପରିଚାଳନା ପରିଷଦର ସାଧାରଣ ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ହଳନ୍ଦା ଉପ ସ୍ୱାସ୍ଥ୍ୟକେନ୍ଦ୍ରର ପରିଚାଳନା ପରିଷଦର ସାଧାରଣ ବୈଠକ ଅନୁଷ୍ଠିତ

December 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ହଳନ୍ଦା ଉପ ସ୍ୱାସ୍ଥ୍ୟକେନ୍ଦ୍ରର ପରିଚାଳନା ପରିଷଦର ସାଧାରଣ ବୈଠକ ଅନୁଷ୍ଠିତ

ବାଣପୁର( ସୀତାରାମ ଅଗ୍ରୱାଲ): ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ହଳନ୍ଦା ଉପ ସ୍ୱାସ୍ଥ୍ୟକେନ୍ଦ୍ରର ପରିଚାଳନା ପରିଷଦର ପ୍ରଥମ ସାଧାରଣ ବୈଠକ ସଭାପତି ଗୋପୀନାଥ ମହାରଣାଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିଲା।

ସ୍ୱାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତଥା ସାତଲକ୍ଷ୍ୟ ଟଙ୍କା ବ୍ୟୟରେ ନିର୍ମାଣଧୀନ ବାୟୋଲୋଜିକାଲ ପ୍ଲାଣ୍ଟ ଏବଂ୬୫ଲକ୍ଷ ଟଙ୍କାରେ ନିର୍ମାଣ ହେବାକୁ ଥିବା ନୂତନ ମେଡିକାଲ ଗୃହ ବାବଦରେ ପୁଙ୍ଖାନୁଫଙ୍ଖ ଆଲୋଚନା କରାଯାଇଥିଲା।

ଉପ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ଗ୍ରାମଗୁଡିକର ଜନସାଧାରଣଙ୍କ ପାଇଁ ସାପ କାମୁଡା, କୁକୁର କାମୁଡା ଇଞ୍ଜେକ୍ସନ ମହଜୁଦ ରଖିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଆଗକୁ ଖରାଦିନ ଆସିବାକୁ ଥିବାବେଳେ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ଅଂଶୁଘାତ ଜନିତ ସ୍ୱତନ୍ତ୍ର ପ୍ରକୋଷ୍ଠ ଖୋଲିବାକୁ ଉପସ୍ଥିତ ଥିବା ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଥିଲା।

ଏଠାରେ ଜରୁରୀ କାଳୀନ ସେବା ନିମିତ୍ତ ଏକ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରିବାକୁ ସ୍ଥାନୀୟ ଜନସାଧାରଣ ଉପାଧ୍ୟକ୍ଷ ଗୋପୀନାଥ ମହାରଣାଙ୍କୁ ଅନୁରୋଧ କରିଥିଲେ। ଉକ୍ତ ବୈଠକରେ ସମସ୍ତ ଆଶାକର୍ମୀ, ଉପ ସ୍ଵାସ୍ତ୍ୟଅଧିକାରୀ ଶ୍ରୀମତୀ ସୁନନ୍ଦା ମିଶ୍ର, ସ୍ଥାନୀୟ ବୁଦ୍ଧିଜୀବୀ ମାନେ ଉପସ୍ଥିତ ଥିଲେ।

ଜିଲ୍ଲା ପରିଷଦ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଜଗନ୍ନାଥ ସଂସ୍କୃତିରେ ନାରୀତତ୍ତ୍ୱ: ଆଧ୍ୟାତ୍ମିକତାରେ ମୁଖରିତ ହେଲା ମହାବିଦ୍ୟାଳୟ ପରିସର

August 10, 2026
Latest News

ସୁଖବୀର ବାଦଲଙ୍କୁ ଆକ୍ରମଣ ପରେ ହରସିମରତ କୌର ବାଦଲଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 13, 2026

“ଗଞ୍ଜା କାଣ୍ଡ” ପରେ ବଡ଼ ନିଷ୍ପତ୍ତି: ଏୟାର ଇଣ୍ଡିଆର ସମସ୍ତ ପାଇଲଟଙ୍କ ହେବା ଡ୍ରଗ୍ସ ପରୀକ୍ଷା

August 13, 2026

Hindalco’s Baphlimali Mine: ହିଣ୍ଡାଲ୍‌କୋ ଖଣିକୁ ମିଳିଲା ପ୍ରଥମ ଏଏସ୍‌ଆଇ ମାନ୍ୟତା 

August 13, 2026

ଓଡିଶା ଡିଜିପି ନିଯୁକ୍ତିରେ ପାଞ୍ଚଦିନ ପାଇଁ ରୋକ ଲଗାଇଲେ ସୁପ୍ରିମ କୋର୍ଟ

August 13, 2026

ଏବେ UPI ପାଇଁ ସରକାରଙ୍କ ଦୁଇଟି ଫର୍ମୁଲା: ପ୍ରଭାବିତ ହେବେ କି ଗ୍ରାହକ?

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.