Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ନାବିଳିକାକୁ ପ୍ରେମ ନିବେଦନ, ଯୁବକକୁ ଉତ୍ତମମଧ୍ୟମ ଦେଇ ଥାନା ଜିମା ଦେଲେ ଲୋକେ
ଆଞ୍ଚଳିକ

ବାଣପୁରରେ ନାବିଳିକାକୁ ପ୍ରେମ ନିବେଦନ, ଯୁବକକୁ ଉତ୍ତମମଧ୍ୟମ ଦେଇ ଥାନା ଜିମା ଦେଲେ ଲୋକେ

December 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର( ସୀତାରାମ ଅଗ୍ରୱାଲ): ନାବାଳିକାଙ୍କୁ ପ୍ରେମ ନିବେଦନ କରିବା ସହ ଅଶ୍ଳୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା। ଉତ୍ତମ ମଧ୍ୟମ ଦେଇ ଥାନା ଜିମା ଦେଲେ ଜନସାଧାରଣ। ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ।

ଆଜି ସକାଳେ ନାଚୁଣୀ ଥାନା ଓଡଗାଁ ଗ୍ରାମର ବିଜୟ ସେଠୀ(୩୦) ନାମକ ଯୁବକ ବାଣପୁର ପଲଟନ ପଡିଆ ନିକଟରେ ଟ୍ୟୁସନ ପାଇଁ ସାଇକେଲରେ ଯାଉଥିବା ଜନୈକ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ ପ୍ରେମ ନିବେଦନ କରିଥିଲେ। ନାବାଳିକା ଏହାକୁ ବିରୋଧ କରି ପାଟି କରିବାରୁ ସ୍ଥାନୀୟ ଅଞ୍ଚଳବାସି ଘଟଣାସ୍ଥଳରେ ଜମା ହେବା ସହ ଅଭିଯୁକ୍ତଙ୍କୁ ମାଡ଼ ମାରି ବାଣପୁର ଥାନା ଜିମା ଦେଇଥିଲେ।

ପୋଲିସ ତଦନ୍ତରେ ଜାଣିବାକୁ ପାଇଥିଲା ଯେ,ଅଭିଯୁକ୍ତ ବିଜୟ ବରାବର ଜନୈକ ନାବାଳିକାଙ୍କୁ ଟ୍ୟୁସନ ଯିବା ସମୟରେ ପିଛା କରିବା ସହ ଅଶ୍ଳୀଳ ଇଙ୍ଗିତ କରିଆସୁଥିଲେ। ଫଳରେ ନାବାଳିକାଙ୍କ ପରିବାରବର୍ଗ ଙ୍କ ଅଭିଯୋଗ କ୍ରମେ ପୋଲିସ ପୋକସୋ ଅଧିନିୟମ ଅନୁଯାୟୀ କେସ ନମ୍ବର ୪୯୨/୨୩ ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଆଇଆଇସି ରମେଶ ଚନ୍ଦ୍ର ଦେବତା ସୂଚନା ଦେଇଛନ୍ତି।

ସେହିପରି ଭାବେ ଯଦି କେହି ରୋଡ ରୋମିଓ କୌଣସି ଛାତ୍ରୀ କିମ୍ବା ମହିଳାଙ୍କୁ ହଇରାଣ କରନ୍ତି ତେବେ ତୁରନ୍ତ ଥାନାରେ ଅଭିଯୋଗ କରିବା ପାଇଁ ଆଇଆଇସି ଶ୍ରୀ ଦେବତା ନିବେଦନ କରିଛନ୍ତି।

ବାଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026
Latest News

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.