Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ପୌର ପରିଷଦରେ “ନୁଆ ଓ” କ୍ରୀଡା ପ୍ରତିଯୋଗୀତା ର ଉଦଘାଟନ
ଆଞ୍ଚଳିକ

ଖୋର୍ଦ୍ଧା ପୌର ପରିଷଦରେ “ନୁଆ ଓ” କ୍ରୀଡା ପ୍ରତିଯୋଗୀତା ର ଉଦଘାଟନ

December 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ପୌର ପରିଷଦରେ "ନୁଆ ଓ" କ୍ରୀଡା ପ୍ରତିଯୋଗୀତା ର ଉଦଘାଟନ

ଖୋର୍ଦ୍ଧା: ଗତକାଲି ପି.ଏନ.କଲେଜ ଠାରେ ପୌର ପରିଷଦ, ଖୋର୍ଦ୍ଧା ତରଫରୁ “ନୁଆ ଓ” କ୍ରୀଡା ପ୍ରତିଯୋଗୀତା ର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ‌‌ଏଥିରେ  ବିଧାୟକ ଜୋତିରିନ୍ଦ୍ର ନାଥ ମିତ୍ର କ୍ରୀଡା ପ୍ରତିଯୋଗୀ ମାନଙ୍କୁ ଉଦବୋଧନ ଦେଇ ଉତ୍ସାହିତ କରିଥିଲେ।

ମୁଖ୍ୟମନ୍ତ୍ରୀ ଯୁବପିଢ଼ି ମାନଙ୍କ ମଧ୍ୟରେ କ୍ରୀଡା ଓ଼ କ୍ରୀଡ଼ାପ୍ରତିଯୋଗିତା ପାଇଁ ଏକ ଅଭିନଵ ପ୍ରୟାସ.ରାଉରକେଲା ଠାରେ ବିଶ୍ୱ ସ୍ଥରୀୟ ଷ୍ଟାଡିଅମ ନିର୍ମାଣ କରି ହକି ପୌରାଧକ୍ଷ୍ୟା ଶ୍ରୀମତୀ କନକଲଷ୍ମୀ ମହାନ୍ତି ପ୍ରତିଯୋଗୀ ମାନଙ୍କୁ ଉଦବୋଧନ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିନଵ ପ୍ରୟାସ ଯୁବପିଢ଼ି ମାନଙ୍କ ଅନ୍ତର୍ନିହିତ କ୍ରୀଡାର ବିକାଶ ପାଇଁ ଉଦାହରଣ ପାଲଟିଛି।

ସେହିପରି ଉପାଧ୍ୟାକ୍ଷ ଶ୍ରୀ ସୌର୍ଯ୍ୟ ରଞ୍ଜନ ମହାନ୍ତି ପ୍ରତିଯୋଗୀ ମାନଙ୍କୁ ଉଦବୋଧନ ଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କର ଏହି ପଦକ୍ଷେପ ସାରା ଭ୍ରାତାବର୍ଷରେ ଉଦାହରଣ ସୃଷ୍ଟି କରିଛି. ନିର୍ବାହୀଅଧିକାରୀ ରିଜ଼ୱାନା କଅକଵ ସମସ୍ତ ପ୍ରତିଯଗୀ ମନକୁ ଉଦବୋଧନ ଦେଇ ଆମ ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀଙ୍କର ଏହି ପଦକ୍ଷେପ ଆମ ଦେଶ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ନୂଆ -ଓ ନବୀନ ଓଡିଶା କ୍ରୀଡା ପ୍ରତିଯୋଗିତା ମାଧମରେ ଉଦାହରଣ ସୃଷ୍ଟି କରିଛନ୍ତି।

Nua-O ଖୋର୍ଦ୍ଧା ପୌର ପରିଷଦ ନୂଆ -ଓ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.