Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ଓଭର ବ୍ରିଜ ଉପରେ ଦୁର୍ଘଟଣା, ସ୍କୁଟି ପଛପଟୁ ପିଟିଲା କାର, ଜଣେ ମୃତ
ଆଞ୍ଚଳିକ

ନାଚୁଣୀ ଓଭର ବ୍ରିଜ ଉପରେ ଦୁର୍ଘଟଣା, ସ୍କୁଟି ପଛପଟୁ ପିଟିଲା କାର, ଜଣେ ମୃତ

December 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀ ଓଭର ବ୍ରିଜ ଉପରେ ଦୁର୍ଘଟଣା, ସ୍କୁଟି ପଛପଟୁ ପିଟିଲା କାର, ଜଣେ ମୃତ

ନାଚୁଣୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନାଚୁଣୀ ଓଭରବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଛି।

ଖବର ମୁତାବକ ଆଜି ଅପରାହ୍ନରେ ବାଲୁଗାଁ ଥାନା ବ୍ରାହ୍ମଣକୋଷଡିହ ଗ୍ରାମର ଗୁରୁଚରଣ ନାୟକ(୩୨) ଏବଂ ତାଙ୍କ ଧର୍ମପତ୍ନୀ ଏକ ସ୍କୁଟି ଯୋଗେ ଖୋର୍ଦ୍ଧାରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ନାଚୁଣୀ ଓଭରବ୍ରିଜରେ ପଛପଟୁ ଏକ କାର ଶକ୍ତ ଧକ୍କା ଦେଇଥିଲା।

ଫଳରେ ଘଟଣାସ୍ଥଳରେ ଗୁରୁଙ୍କ ମୃତ୍ୟୁ ହୋଇଥିବା ବେଳେ ପତ୍ନୀ ଗୁରୁତର ଭାବେ ଟାଙ୍ଗୀ ମେଡିକାଲରେ ଚିକିତ୍ସାତ ହେଉଛନ୍ତି। ଖବର ପାଇ ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନା ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା କାର ଚାଳକଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛନ୍ତି। ସୂଚନା ଥାଉକି ମୃତ ଗୁରୁଚରଣ ମାଲକାନଗିରି ଜିଲାରେ ଶିକ୍ଷକତା କରୁଥିଲେ।

nachuni ନାଚୁଣୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.