Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡାରେ ବିଶିଷ୍ଟ ସମାଜସେବୀ ଶଶୀଭୂଷଣ ହରିଚ଼ନ୍ଦନଙ୍କର ଶ୍ରାଦ୍ଧୋତ୍ସବ ପାଳିତ
ଆଞ୍ଚଳିକ

ଗମ୍ଭାରୀମୁଣ୍ଡାରେ ବିଶିଷ୍ଟ ସମାଜସେବୀ ଶଶୀଭୂଷଣ ହରିଚ଼ନ୍ଦନଙ୍କର ଶ୍ରାଦ୍ଧୋତ୍ସବ ପାଳିତ

December 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗମ୍ଭାରୀମୁଣ୍ଡାରେ ବିଶିଷ୍ଟ ସମାଜସେବୀ ଶଶୀଭୂଷଣ ହରିଚ଼ନ୍ଦନଙ୍କର ଶ୍ରାଦ୍ଧୋତ୍ସବ ପାଳିତ

ଗମ୍ଭାରୀମୁଣ୍ଡା( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଗମ୍ଭାରୀମୁଣ୍ଡାରେ ବିଶିଷ୍ଟ ସମାଜସେବୀ, ପରଶୁରାମ ମହାବିଦ୍ୟାଳୟର ପ୍ରତିଷ୍ଠାତା, ବାଣପୁର ପଂଚାୟତ ସମିତିର ପୂର୍ବତନ ଅଧ୍ୟକ୍ଷ ଓ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ସ୍ବର୍ଗତ ଶଶିଭୂଷଣ ହରିଚନ୍ଦନଙ୍କର 24ତମ ଶ୍ରାଦ୍ଧଉତ୍ସବ ପାଳିତ ହୋଇଯାଇଛି।

ଶଶିଭୂଷଣ ସ୍ମୃତି କମିଟିର ସଭାପତି ଶ୍ରୀ ଗୋଲୋକ ବିହାରୀ ପଟ୍ଟନାୟକଙ୍କ ସଭାପତିତ୍ୱ ଓ ପରଶୁରାମ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ପ୍ରେମରାଜ ପ୍ରଧାନଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ନୃସିଂହଚରଣ ପ୍ରଧାନ ମୁଖ୍ୟତିଥି, ବିଶିଷ୍ଟ ଚିକିତ୍ସକ ଡ଼ା. ସୁରେନ୍ଦ୍ର ନାଥ ଦାସ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

ଅତିଥିମାନେ ସ୍ୱର୍ଗତ ଶଶିଭୂଷଣ ହରିଚନ୍ଦନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହିତ ତାଙ୍କର ନିଃସ୍ଵାର୍ଥପର ସମାଜସେବା, ମୂଲ୍ୟବୋଧଭିତ୍ତିକ ରାଜନୈତିକ ଜୀବନର ଆଲୋଚନା କରିଥିଲେ। ସଭା ପ୍ରାରମ୍ଭରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ‘ବନ୍ଦେ ଉତ୍କଳ ଜନନୀ’ ର ନାଟ୍ୟାଭିନୟ ପରିବେଷଣ କରାଯାଇଥିଲା‌। ଶେଷରେ ଅଧ୍ୟାପକ ପ୍ରହଲ୍ଲାଦ ଜେନା ଧନ୍ୟବାଦ ଅର୍ପଣ କରିଥିଲେ।

ପର୍ଶୁରାମ ମହାବିଦ୍ୟାଳୟ ଶଶୀଭୂଷଣ ହରିଚ଼ନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ବସ ଧକ୍କାରେ ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀ, ଯାତ୍ରୀ ଓ ଚାଳକ ଆହତ

September 28, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026
Latest News

ବସ ଧକ୍କାରେ ୧୫ରୁ ଊର୍ଦ୍ଧ୍ୱ ଛାତ୍ରୀ, ଯାତ୍ରୀ ଓ ଚାଳକ ଆହତ

September 28, 2026

ଋଣରେ ପାଆନ୍ତୁ LPG ସିଲିଣ୍ଡର: ସୁଧମୁକ୍ତ ସହିତ ପ୍ରତି ମାସରେ ଦେୟ ଦିଅନ୍ତୁ କେବଳ 100 ଟଙ୍କା 

September 28, 2026

ବିଜୟଙ୍କ ବିଜୟର କାରଣ ସିଆଇଆର୍?: ଦାବି ଉପରେ ଚିଦାମ୍ବରମ୍‌ଙ୍କ ବଡ଼ ବୟାନ

September 28, 2026

ଜାଭେଲିନ୍‌ରେ ଭାରତକୁ ଦୁଇଟି ପଦକ

September 28, 2026

ପାର୍ବଣ ଋତୁରେ ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ୍ ସଂଖ୍ୟା ବୃଦ୍ଧି

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.