Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡା ସ୍ଥିତ ପଲ୍ଲୀ ସଂସ୍କୃତି କଳା ପରିଷଦରେ ଅଟଳ ବିହାରୀ ବାଜପେୟୀଙ୍କ ୯୯ ତମ ଜୟନ୍ତୀ ପାଳିତ
ଆଞ୍ଚଳିକ

ଗମ୍ଭାରୀମୁଣ୍ଡା ସ୍ଥିତ ପଲ୍ଲୀ ସଂସ୍କୃତି କଳା ପରିଷଦରେ ଅଟଳ ବିହାରୀ ବାଜପେୟୀଙ୍କ ୯୯ ତମ ଜୟନ୍ତୀ ପାଳିତ

December 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ପଲ୍ଲୀ ସଂସ୍କୃତି କଳା ପରିଷଦର ସଭାପତି ଦୁଷ୍ମନ୍ତ ହରିଚ଼ନ୍ଦନଙ୍କ ସଭାପତିତ୍ବରେ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ୯୯ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟ ବିଜେପିର ବରିଷ୍ଠ ନେତା ପୃଥ୍ଵୀରାଜ ହରିଚ଼ନ୍ଦନ ମୁଖ୍ୟଅତିଥି ଭାବରେ ଯୋଗଦେଇ ଅଟଳବିହାରୀ ବାଜପେୟୀଙ୍କ ସାମଗ୍ରିକ ଜୀବନ ଉପରେ ବିସ୍ତୃତ ଆଲୋଚନା କରିଥିଲେ।

ଗୋଲକ ବିହାରୀ ପଟ୍ଟନାୟକ, ସୌମ୍ୟ ରଞ୍ଜନ ସାମନ୍ତରାୟ, ରମେଶ ଚ଼ନ୍ଦ୍ର ସମନ୍ତସିଂହାର, ବିକାଶ ଚନ୍ଦ୍ର ପ୍ରଧାନ, ମନୋଜ ପ୍ରଧାନ, ଶରତ ଚନ୍ଦ୍ର ଛାଟୋଇ, ପ୍ରଭାଶିଷ ପ୍ରଧାନ, ପ୍ରକାଶ ଚନ୍ଦ୍ର ବେହେରା, ସଦାନନ୍ଦ ପାଟ୍ଟଶାଣୀ ଓ ସୁଧାକାର ପ୍ରଧାନ ପ୍ରମୁଖ ଅଟଳବିହାରୀ ବାଜପେୟୀଙ୍କ ଦେଶପ୍ରେମ ଓ ଦେଶ ବିକାଶରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ସମ୍ପର୍କରେ ଆଲୋଚ଼ନା କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଅଟଳ ବିହାରୀ ବାଜପେୟୀ ଗମ୍ଭାରୀମୁଣ୍ଡା ଜୟନ୍ତୀ ପାଳିତ ପଲ୍ଲୀ ସଂସ୍କୃତି କଳା ପରିଷଦ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି

August 15, 2026

ଭଗବତୀ ଚରଣ ପାଣିଗ୍ରାହୀଙ୍କ ଅମର ଲେଖନୀରୁ “ଆଧୁନିକ”ର ପ୍ରଥମ ସମ୍ପାଦକୀୟ

August 15, 2026

ଆଜିଠାରୁ ଭାରତ ବନାମ ଶ୍ରୀଲଙ୍କା ପ୍ରଥମ ଟେଷ୍ଟ: ଜାଣନ୍ତୁ ପ୍ଲେଇଂ ଏକାଦଶ ଏବଂ ପିଚ୍ ରିପୋର୍ଟ

August 15, 2026

ସ୍ୱାଧୀନତା ଦିବସରେ BSNLର ‘୧ ଟଙ୍କା ଫ୍ରିଡମ୍ ଅଫର୍’; ଦୈନିକ ୧ଜିବି ଡାଟା ଓ ଅସୀମିତ କଲ୍ ସୁବିଧା

August 15, 2026

ଟେଲିଭିଜନ ଚ୍ୟାନେଲ ପାଇଁ ୧୨ ମିନିଟର ବିଜ୍ଞାପନ ସମୟସୀମା ଉଚ୍ଛେଦ କଲେ ସରକାର

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.