Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣରେ ପୋଚ ଓ ଦେଶୀ ମହୁଲି ମଦ ଜବତ
ଆଞ୍ଚଳିକ

ବାଣପୁରରେ ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣରେ ପୋଚ ଓ ଦେଶୀ ମହୁଲି ମଦ ଜବତ

December 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ବାଣପୁର ଥାନା ଅନ୍ତର୍ଗତ କୋଷରଡ଼ା ଜଙ୍ଗଲ ଏବଂ ଦାଶରଥିପୁର ଗ୍ରାମରେ ଅବକାରୀ ବିଭାଗ ଓ ପୋଲିସ ମିଳିତ ଭାବେ ଚଢ଼ାଉ କରି ବିପୁଳ ପରିମାଣରେ ପୋଚ ଓ ଦେଶୀ ମହୁଲି ମଦ ଜବତ କରି ନଷ୍ଟ କରିଛି। ଚଢ଼ାଉରେ ସମୁଦାୟ ୧୯୬୦୦ କେଜି ମହୁଲ ପୋଚ ଏବଂ ୧୪୬୫ ଲିଟର ଦେଶୀ ମହୁଲି ମଦ ଜବତ କରାଯାଇ ନଷ୍ଟ କରାଯାଇଛି। ତେବେ ଜଙ୍ଗଲର ସୁଯୋଗ ନେଇ ଅଭିଯୁକ୍ତ ମାନେ ଖସି ପଳାଇବାରେ ସକ୍ଷମ ହୋଇଥିଲେ।

ଉକ୍ତ ଚଢ଼ାଉରେ ବାଣପୁର ତହସିଲଦାର ପଦ୍ମନାଭ ଦୋରା,ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ନାରାୟଣ ଜେନା, ଜିଲ୍ଲା ମୋବାଇଲ ଇନ୍ସପେକ୍ଟର ନୀଳିମା ଜୟନ୍ତୀ ସ୍ୱାଇଁ, ମୋବାଇଲ ଏସଆଇ ରୋହିତ ଦଣ୍ଡସେନା, ବାଲୁଗାଁ ଅବକାରୀ ଅଧିକାରୀ ବି. ମନୋଜ କୁମାର, ଟାଙ୍ଗୀ ଅବକାରୀ ଅଧିକାରୀ ତପନ ସ୍ୱାଇଁ, ଖୋର୍ଦ୍ଧା ଅବକାରୀ ଅଧିକାରୀ ପ୍ରକାଶ ଷଡ଼ଙ୍ଗୀ ଏବଂ ବାଣପୁର ପୋଲିସ ଏବଂ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

ଅବକାରୀ ବିଭାଗ ଦେଶୀ ମହୁଲି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Latest News

ଇରାନ ଯୁଦ୍ଧ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି !

May 20, 2026

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026

୯୯୩ କୋଟି ଟଙ୍କାର ଆରାକୋନମ-ଚେଙ୍ଗାଲପଟୁ ଦୋହରୀକରଣ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

May 20, 2026

ଆଜି ମହାପ୍ରଭୁଙ୍କ ବନକଲାଗି

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.