Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ- ଓ କାର୍ଯ୍ୟକ୍ରମ ଉଦଯାପନ
ଆଞ୍ଚଳିକ

ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ- ଓ କାର୍ଯ୍ୟକ୍ରମ ଉଦଯାପନ

December 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ – ଓ କାର୍ଯ୍ୟକ୍ରମ ର ଉଦଯାପନ ସମାରୋହ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଚ଼ିଲିକାର ପ୍ରାକ୍ତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ମୁଖ୍ୟବକ୍ତା ଭାବେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦୁଷ୍ମନ୍ତ ହରିଚ଼ନ୍ଦନ, ଗୋଦାବରୀଶ ମହାବିଦ୍ୟାଳୟର‌ ପ୍ରାକ୍ତନ ଅଧ୍ୟକ୍ଷ ଡ଼ାଃ ନୃସିଂହ ଚ଼ରଣ ପ୍ରଧାନ, ବିଶିଷ୍ଟ ଶିକ୍ଷାବିତ୍ ଗୋଲକ ବିହାରୀ ପଟ୍ଟନାୟକ ଯୋଗ ଦେଇଥିଲେ।

ଏହି ଉତ୍ସବରେ ଅତିଥି ମାନେ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଛାତ୍ର ଛାତ୍ରୀ ମାନେ ଭଲ ପାଠ ପଢା ସହିତ, ଉତ୍ତମ ଚରିତ୍ର ଗଠନ କରିପାରିଲେ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ସ୍ବପ୍ନର ନୂଆ ଓଡିଶା ଗଠନ ହୋଇ ପାରିବ ବୋଲି ଅତିଥି ମାନେ ମତ ପ୍ରକାଶ କରିଥିଲେ। ଏହାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା‌। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଗଣ ସଂପୂର୍ଣ୍ଣ ରୂପେ କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ।

ଗମ୍ଭାରୀମୁଣ୍ଡା ନୂଆ- ଓ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026
Latest News

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026

କାର ଧକ୍କାରେ ଅଜା ମୃତ, ନାତି ଆହତ

February 8, 2026

ଟ୍ରାଇ ପରୀକ୍ଷଣରେ ଓଡିଶାର ବ୍ରହ୍ମପୁର ସହରରେ ଜିଓର ସର୍ବାଧିକ ୫ଜି ଡାଉନଲୋଡ୍ ସ୍ପିଡ୍ ହାସଲ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.