Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ରାଣୀପଡା ଗ୍ରାମରେ ଅଗ୍ନିକାଣ୍ଡ, ସଟ ସର୍କିଟ ସନ୍ଦେହ
ଆଞ୍ଚଳିକ

ବାଣପୁର ରାଣୀପଡା ଗ୍ରାମରେ ଅଗ୍ନିକାଣ୍ଡ, ସଟ ସର୍କିଟ ସନ୍ଦେହ

December 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ରାଣୀପଡା ଗ୍ରାମରେ ଅଗ୍ନିକାଣ୍ଡ, ସଟ ସର୍କିଟ ସନ୍ଦେହ

ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ରାଣୀପଡ଼ା ଗ୍ରାମରେ ଗତକାଲି ବିଳମ୍ବିତ ରାତ୍ରିରେ ଅଗ୍ନିକାଣ୍ଡ ଘଟିଯାଇଛି। ଉକ୍ତ ଗ୍ରାମର ରବୀନ୍ଦ୍ର ବାରିକ ଘରେ ଶୋଇଥିବା ବେଳେ ରାତି ପାଖାପାଖି ୨ ଘଟିକା ସମୟରେ ବିଦ୍ୟୁତ ସଟ ସର୍କିଟ ଯୋଗୁଁ ନିଆଁ ଲାଗିଯାଇଥିଲା।

ଚାହୁଁ ଚାହୁଁ ଦୁଇ ବଖରା ଚାଳ ଘର ଜଳିପୋଡି ପାଉଁଶ ହୋଇଯାଇଥିଲା। ଖବର ପାଇ ବାଣପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହଯୋଗରେ ନିଆଁକୁ ଆୟତ୍ତ କରିଥିଲା। ତେବେ ରବୀନ୍ଦ୍ରଙ୍କ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ରବୀନ୍ଦ୍ର ଗରିବ ଶ୍ରେଣୀର ବ୍ୟକ୍ତି ହୋଇଥିବା ବେଳେ ତାଙ୍କୁ ତୁରନ୍ତ ସରକାରୀ ସହାୟତା ପ୍ରଦାନ ପାଇଁ ସାଧାରଣରେ ଦାବି ହେଉଛି।

banpur ଅଗ୍ନିକାଣ୍ଡ ବାଣପୁର ରାଣୀପଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

୪୦ ପରେ ସ୍ୱାସ୍ଥ୍ୟକୁ ଅଣଦେଖା ନୁହେଁ: ପ୍ରତ୍ୟେକ ପୁରୁଷଙ୍କ ପାଇଁ ଜରୁରୀ ଏହି ସ୍ୱାସ୍ଥ୍ୟ ପରୀକ୍ଷା

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.