Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟସ୍ତରୀୟ ଯୁବଵିକାଶ କାର୍ଯ୍ୟକ୍ରମର ଉଦଯାପନୀର ମହାସମାରୋହ
ଆଞ୍ଚଳିକ

ବାଣପୁର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟସ୍ତରୀୟ ଯୁବଵିକାଶ କାର୍ଯ୍ୟକ୍ରମର ଉଦଯାପନୀର ମହାସମାରୋହ

December 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଓଡ଼ିଶା ସରକାରଙ୍କ ଯୁବବିକାଶ କାର୍ଯ୍ୟକ୍ରମର ଉଦଯାପନୀ ମହାସମାରୋହ ଆଜି ଗୋଦାବରୀଶ ଉଚ୍ଚ ବିଦ୍ୟାଳୟର ଅଡିଟୋରିୟମରେ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ, ରୋଟାରିୟାନ ବିଜୟ କୁମର ନନ୍ଦ ମୂଖ୍ୟ ଅତିଥି, ବାଣପୁର ଥାନା ଭାରପ୍ରାପ୍ତ ଅଧକାରୀ ରମେଶ କୁମାର ଦେବତା, ସମ୍ମ।ନିତ ଅତିଥ ଓ ବାଣପୁର ବିଜ୍ଞାପିତକ ଅ°ଚଳ ପରିଷଦର ଅଧ୍ୟକ୍ଷ ମିଟୁ ନୟକ, ସମ୍ମନିତ ଅତିଥି ପୂର୍ବତନ ଉପାଧ୍ୟକ୍ଷ ଦାଶରଥୀ ସାହୁ ଅନ୍ୟତମ ଅତିଥି ଭାବରେ ଯୋଗଦେଇ ସରକାରଙ୍କ ଏହି ବହୁମୁଖୀ କାର୍ଯ୍ୟକ୍ରମର ଭୁୟସି ପ୍ରସ°ଶା କରିଥିଲେ।

ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ଅଧ୍ୟକ୍ଷତା କରିଥିବା ବେଳେ ଡିଗ୍ରୀ ନୋଡାଲ ଅଧିକାରୀ ଡ଼ ଏସ୍ ପି ଏନ୍ ଏସ୍ ବର୍ମା ସ୍ଵାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ। ପାଠପଢିବା ସହ ସଙ୍ଗୀତ, କ୍ରୀଡା, ସମାଜସେବା ଆଦି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବାପାଇଁ ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ପ୍ରଦାନକରିଥିଲେ।

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମୀ ପ୍ରସାଦ ମିଶ୍ର ନୀତନିଷ୍ଠ ହୋଇ ଛାତ୍ର ଜୀବନ ଅତିବାହିତ କରିବାପାଇଁ କହିଥିବା ବେଳେ ଯୁକ୍ତ ଦୁଇ ନୋଡାଲ ଅଫିସର ଜୟନ୍ତ କୁମାର ବିହାରୀ ଦୀର୍ଘ ଏକ ମାସଧରି ଚାଲିଥିବା କାର୍ଯ୍ୟକ୍ରମର ଏକ ସ°କ୍ଷିପ୍ତ ବିବରଣୀ ଉପସ୍ଥାପନ କରିଥିଲେ।କୋର୍ଡିନେଟର ରଶ୍ମିତା ମହାରଣା, ହିଟଲର ବେହେରା ବାଦଲ ବେହେରା ନିଜ ନିଜ କ୍ଷେତ୍ରରେ ହୋଇଥିବା ପ୍ରତିଯୋଗିତାରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କ ନାମ ଘୋଷଣା କରିଥିଲେ ଓ ଅତିଥି ମାନଙ୍କଦ୍ଵାରା ସେମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ଅଧ୍ୟାପିକା ମିକି ମନସ୍ଵିନୀ କାର୍ଯ୍ୟକ୍ରମ ସ°ଯୋଯନା କରିଥିଲେ।ଉତ୍ସବରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଅଣ ଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗଦେଇ ଏହାକୁ ସମ୍ପୂର୍ଣ୍ଣ ସଫଳ କରିଥିଲେ।ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

ଓଡିଶା ସରକାର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.