Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ମା ମଙ୍ଗଳା ମନ୍ଦିରରୁ ଚୋରୀ, ଦାନ ବାକ୍ସ ସହ ଅଳଂକାର ଲୁଟିନେଲେ ଦୁର୍ବୃତ୍ତ
ଆଞ୍ଚଳିକ

ଟାଙ୍ଗୀ: ମା ମଙ୍ଗଳା ମନ୍ଦିରରୁ ଚୋରୀ, ଦାନ ବାକ୍ସ ସହ ଅଳଂକାର ଲୁଟିନେଲେ ଦୁର୍ବୃତ୍ତ

December 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡା ହରିଜନ ସାହିର ମା’ ମଙ୍ଗଳା ମନ୍ଦିରରୁ ଗତ କାଲି ରାତିରେ ଚୋରୀ ହୋଇଥିବା ଜଣାପଡିଛି। ଦୁର୍ବୃତ୍ତମାନେ ମନ୍ଦିରର ତାଲା ଭାଙ୍ଗି ମନ୍ଦିରରୁ ଚୋରୀ କରିଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ତାଲା ଭାଙ୍ଗି ମନ୍ଦିରର ଦାନ ବାକ୍ସ ସହ ଅଳଂକାର, ପୂଜା ସାମଗ୍ରୀ ଚୋରୀ ହୋଇଥିବା ଜଣା ପଡି।

ମନ୍ଦିରର ପୂଜକ ଆଜି ସକାକୁ ମନ୍ଦିରକୁ ପୂଜା କରିବା ପାଇଁ ଆସିଥିବା ବେଳେ ମନ୍ଦିରର ତାଲା ଭଙ୍ଗା ଯାଇଥିବା ଦେଖିଥିଲେ। ଏ ନେଇ ପୂଜକ ଗାଁ ଲୋକଙ୍କୁ ଚୋରୀ ସମ୍ପର୍କରେ
ଜଣାଇଥିଲେ।

ଗାଁ ଲୋକଙ୍କ ପକ୍ଷରୁ ଟାଙ୍ଗୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ଟାଙ୍ଗୀ ଥାନା ପୋଲିସ ଗାଁ ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଟାଙ୍ଗୀ ମା’ ମଙ୍ଗଳା ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

ୟୁରିକ୍ ଏସିଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଜାଣନ୍ତୁ କେଉଁ ଖାଦ୍ୟ ଖାଇବେ ଓ କାହାଠାରୁ ଦୂରେଇ ରହିବେ

October 7, 2026

FD ଉପରେ ବ୍ୟାଙ୍କର ମନମାନି ଚଳିବନି! ସୁଧ ହାର ହ୍ରାସକୁ ନେଇ ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ରାୟ

October 7, 2026

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026

୪୮୦ କିଲୋୱାଟ୍ ପିକ୍ ରୁ ଅଧିକ ସୌର ଶକ୍ତି କ୍ଷମତାର ବ୍ୟବହାରକୁ ସୁଦୃଢ଼ କରୁଛି ପୂର୍ବ ତଟ ରେଳପଥ 

October 7, 2026

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.