Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ନୂଆଗଡ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ତିନି ଗୁରୁତର
ଆଞ୍ଚଳିକ

ବାଲୁଗାଁ: ନୂଆଗଡ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ, ତିନି ଗୁରୁତର

January 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ନୂଆ ବର୍ଷରେ ଅଘଟଣ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ନୂଆଗଡ ଓଭରବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଯେଉଁଥିରେ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନା ମୁତାବକ ଆଜି ବଡ଼ି ଭୋରରୁ ଭୁବନେଶ୍ୱରରୁ ଏକ କେବୁଲ ବୋଝେଇ ଟ୍ରକ ଏବଂ ଯୋଡ଼ାରୁ ଗୋପାଳପୁର ଯାଉଥିବା ଏକ ଆଇରନ ବୋଝେଇ ଟ୍ରକ ଆଗପଛ ହୋଇ ଯାଉଥିବା ବେଳେ ନୂଆଗଡ ଓଭରବ୍ରିଜ ଠାରେ ଆଇରନ ବୋଝେଇ ଟ୍ରକ ଟି କେବୁଲ ବୋଝେଇ ଟ୍ରକକୁ ପଛପଟୁ ଶକ୍ତ ଧକ୍କା ଦେଇଥିଲା। ଫଳରେ ଆଇରନ ବୋଝେଇ ଟ୍ରକ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଗୁରୁତର ଆହତ ହୋଇ ବାଲୁଗାଁ ମେଡିକାଲକୁ ସ୍ଥାନାନ୍ତରିତ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ ସାହୁ ଉପସ୍ଥିତ ରହି ତଦନ୍ତ ଜାରି ରଖିଛନ୍ତି।

ତିନି ଗୁରୁତର ନୂଆଗଡ଼ ବାଲୁଗାଁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ଚ଼ିଲିକା ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ତମ ପ୍ରତିଷ୍ଠା ଦିବସ‌‌: ଯୋଗଦେଲେ ଆଇନ ମନ୍ତ୍ରୀ

July 7, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳନ

July 6, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.