Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଯୁବକଙ୍କୁ ଅପହରଣ କରି ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ
ଆଞ୍ଚଳିକ

ବାଣପୁର: ଯୁବକଙ୍କୁ ଅପହରଣ କରି ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ

January 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଥାନା ଅନ୍ତର୍ଗତ ଖଣନ୍ତ ଗ୍ରାମର ଜଣେ ଯୁବକଙ୍କୁ ଆଜି ଅପରାହ୍ନରେ ମଟରସାଇକେଲ ସହ ଅପହରଣ କରି ୬ଜଣ ଯୁବକ ମରଣାନ୍ତକ ଆକ୍ରମଣ କରିଛନ୍ତି। ସୂଚନା ମୁତାବକ ଖଣନ୍ତ ଗ୍ରାମର ନୀଳାଞ୍ଚଳ ପରିଡା ନାମକ ଜଣେ ଯୁବକଙ୍କ ଘରକୁ ଆସି କିଛି ଦୁର୍ବୃତ୍ତ ଗାଳି ଗୁଲଜ ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ପରେ ନୀଳାଞ୍ଚଳ ବଜାରକୁ ଯିବା ସମୟରେ ବାଟରେ ଛକି ରହିଥିବା ଦୁର୍ବୃତ୍ତ ମାନେ ଗାଡି ସହ ତାଙ୍କୁ ଅପହରଣ କରିଥିଲେ।

ଦୀକ୍ଷିତପଡା ଶଙ୍ଖ ଠାରେ ଥିବା ଏକ ବରଗଛ ପାଖରେ ତାଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହ ମୁଣ୍ଡକୁ ଶକ୍ତ ଆଘାତ ଦେଇଥିଲେ। ନୀଳାଞ୍ଚଳ ସେଠାରେ ମୁର୍ମୁଷୁ ଅବସ୍ଥାରେ ପଡ଼ିଥିବା ବେଳେ ତାଙ୍କ ମୋବାଇଲ, ସୁନାଚେନ ଓ ୫୦୦୦ଟଙ୍କା ନେଇ ଫେରାର ହୋଇଯାଇଥିବା ନୀଳାଞ୍ଚଳଙ୍କ ମା ମାଣିକ ପରିଡା ବାଣପୁର ଥାନାରେ ଅଭିଯୋଗ କରିଛନ୍ତି।

ପରିବାର ଲୋକ ସେଠାରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର କରି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ନୀଳାଞ୍ଚଳଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିବାବେଳେ ଡାକ୍ତର ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରିଥିବା ଜଣାଯାଇଛି।

ତେବେ ପୋଲିସ ତଦନ୍ତ କରି ଦୋଷୀ ମାନଙ୍କୁ ଉପଯୁକ୍ତ ଦଣ୍ଡ ଦେବାକୁ ଖଣନ୍ତ ଗ୍ରାମବାସୀ ଦାବୀ କରିଛନ୍ତି।

ବାଣପୁର ମରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.