Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ହରିକୁଣ୍ଡ ବରଡ଼ି ନିକଟରେ ଓଲଟିଲା ବୋଲେରୋ, 10 ଗୁରୁତର
ଆଞ୍ଚଳିକ

ବାଲୁଗାଁ ହରିକୁଣ୍ଡ ବରଡ଼ି ନିକଟରେ ଓଲଟିଲା ବୋଲେରୋ, 10 ଗୁରୁତର

January 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ହରିକୁଣ୍ଡ ବରଡ଼ି ନିକଟରେ ଓଲଟିଲା ବୋଲେରୋ, 10 ଗୁରୁତର

ବାଲୁଗାଁ( ସୀତାରାମ ଅଗ୍ରୱାଲ): ଆଜି ସକାଳେ ବାଲୁଗାଁ ହରିକୁଣ୍ଡ ବରଡ଼ି ନିକଟରେ ଭାରସାମ୍ୟ ହରାଇ ଏକ ବୋଲେରୋ ଗାଡି ଓଲଟି ପଡିଥିବାର ଜଣାପଡିଛି। ଏଥିରେ 8 ଆଶା କର୍ମୀଙ୍କ ସହ ଜଣେ ନାବାଳିକା ଓ ବୋଲେରୋ ଚାଳକ ଗୁରୁତର ହୋଇଥିବାର ଜଣାପଡିଛି।

ଖବର ପାଇ ଘଟଣା ସ୍ଥଳରେ ଚିଲିକା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି।ଗୁରୁତର ମାନଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରାଯାଇଛି। ଗୁରୁତର ହୋଇ ପଡିଥିବା 8 ଜଣ ମହିଳା ଆଶା କର୍ମୀ ବୋଲି ଜଣା ପଡିଛି। ସମସ୍ତେ ବୁଲା ବୁଲି ସାରି କୋରାପୁଟରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରୁ ସମ୍ମୁଖୀନ ହୋଇଛନ୍ତି। ସମସ୍ତଙ୍କ ଘର ଯାଜପୁର ଜିଲ୍ଲା ହରିଦାସପୁର ଆଞ୍ଚଳରେ ବୋଲି ଜଣାପଡିଛି।

ଗୁରୁତର ସମସ୍ତ ଆଶାକର୍ମୀ ମାନଙ୍କୁ ଅଧିକ ଚିକିତ୍ସା ପାଇଁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରୁ ଭୁବନେଶ୍ୱର କୁ ସ୍ଥାନାନ୍ତର କରାଯାଇଛି।

accident ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଘରୋଇ ବସକୁ ପିଟିଲା ଟ୍ରଲର

May 11, 2026

ବସ – ଟ୍ରକ ଧକ୍କା, ଜଣେ ମୃତ

May 9, 2026

ଟ୍ରକକୁ ଧକ୍କା ଦେଲା ବୋଲେରୋ

May 8, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Latest News

ଡ୍ରାଇଭରକୁ ପିଟି ପିଟି ମାରିଦେଲା ଡ୍ରାଇଭର

May 15, 2026

ନିଟ୍ ପରୀକ୍ଷା ଦୁର୍ନୀତି ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସର ଭୁବନେଶ୍ବରରେ ବିକ୍ଷୋଭ

May 15, 2026

Puri Rourkela Train Cancelled: ବାତିଲ ହେଲା ପୁରୀ ରାଉରକେଲା ଏକ୍ସପ୍ରେସ୍ ଟ୍ରେନ

May 15, 2026

CM Grievance Cell: ମଇ ୧୮ ଓ ୨୫ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

May 15, 2026

ସର୍ବନିମ୍ନ ସ୍ତରରେ ଭାରତୀୟ ଟଙ୍କା

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.