Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟରେ ନୂଆ- ଓ” କାର୍ଯ୍ୟକ୍ରମ ପକ୍ଷରୁ କ୍ରୀଡ଼ା ଉତ୍ସବ ଉଦଯାପିତ
ଆଞ୍ଚଳିକ

ନାଚୁଣୀ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟରେ ନୂଆ- ଓ” କାର୍ଯ୍ୟକ୍ରମ ପକ୍ଷରୁ କ୍ରୀଡ଼ା ଉତ୍ସବ ଉଦଯାପିତ

January 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ (ସୀତାରାମ ଅଗ୍ରୱାଲ): ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ନୂଆ- ଓ” କାର୍ଯ୍ୟକ୍ରମ ପକ୍ଷରୁ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇ ଯାଇଛି। ଏହି ଉଦଯାନୀ ଉତ୍ସବରେ ରାଜ୍ୟ ସଭା ସାଂସଦ ମାନସ ମଙ୍ଗରାଜ, ବାଣପୁର ନଗରପାଳ ମିଟୁ ନାୟକ, ଖୋର୍ଦ୍ଧା ଜିଲ୍ଲା ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ବିଡ଼ିଓ ଶୀତଲ ଅଗ୍ରୱାଲ, ଲୋକସଭା ସାଂସଦଙ୍କ ପ୍ରତିନିଧି ମାନସ ପ୍ରଧାନ, ନାଚୁଣୀ ସରପଞ୍ଚ ଶ୍ରୀମତୀ ପଲେଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ସାଂସଦ ମାନସ ମଙ୍ଗରାଜ ଅତିଥି ଭାବେ ଯୋଗଦେଇ ବିଭିନ୍ନ କ୍ଷେତ୍ରରେ କୃତି କ୍ରୀଡାବିତ୍ ମାନଙ୍କୁ ଅର୍ଥ ରାଶି ସହ ମେଡାଲ ପ୍ରଦାନ କରି ଉତ୍ସହିତ କରିଛନ୍ତି। ମାନ୍ୟବର ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହିଭଳି ଏକ ବଡ଼ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ଯାହା ଫଳରେ ଗାଁ ର ବିକଶିତ ଚେହେରା ଲୋକ ଲୋଚନକୁ ଆସି ପାରିବ ବୋଲି ସାଂସଦ ମତ ବ୍ୟକ୍ତ କରିଥିଲେ।

କ୍ରୀଡ଼ା ଉତ୍ସବ ନାଚୁଣୀ ନୂଆ -ଓ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026
Latest News

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ହିନ୍ଦୀ ପଖୱାଡା–୨୦୨୬ ଆରମ୍ଭ

September 14, 2026

 ହିନ୍ଦୀ ଦିବସ ୨୦୨୬ ଓ ଷଷ୍ଠ ସର୍ବଭାରତୀୟ ସରକାରୀ ଭାଷା ସମ୍ମିଳନୀକୁ ସମ୍ୱୋଧିତ କଲେ ଗୃହମନ୍ତ୍ରୀ

September 14, 2026

ଓଡ଼ିଶା ସାମ୍ବାଦିକଙ୍କ ଛତିଶଗଡ଼ ଗସ୍ତ: ସିରପୁରରେ ହିନ୍ଦୁ-ବୌଦ୍ଧ ଐତିହ୍ୟ ପରିଦର୍ଶନ

September 14, 2026

ଘରୋଇ ଏବଂ ଅନ୍ତର୍ଜାତୀୟ ବିମାନ ଯାତ୍ରାର ମୂଲ୍ୟ ୩୯୯୯ ଓ ୮୯୯୯: ଭଡା ଶସ୍ତା କଲା ଇଣ୍ଡିଗୋ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.