Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ରେ ଜାତୀୟ ଯୁବ ଦିବସ ପାଳିତ
ଆଞ୍ଚଳିକ

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ରେ ଜାତୀୟ ଯୁବ ଦିବସ ପାଳିତ

January 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ଅର୍ଜୁନ ସ୍ନାତକ ମହାବିଦ୍ୟାଳୟକଦଳୀଗଡରେ ଜାତୀୟ ଯୁବ ଦିବସ ପାଳିତ ହୋଇଯାଇଛି। ଏହି ଯୁବ ଦିବସରେ କଲେଜର ଅଧ୍ୟକ୍ଷ
ଅଖିଳେନ୍ଦ୍ର ଶାସନୀ ସଭାପତିତ୍ବ କରିଥିଲେ।

ମୁଖ୍ୟ ଅତିଥି ଭାବରେ ରାଜୀବ ଲୋଚନ ଚାନ୍ଦ, ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଦଳୀ ଗଡ, ମୁଖ୍ୟ ବକ୍ତା – ସନ୍ତୋଷ କୁମାର ରଥ, ସାହିତ୍ୟିକ ତଥା ଲେଖକ, ସମ୍ମାନିତ ଅତିଥି – କନ୍ଦର୍ପ ବେହେରା, ସୁଚିତ୍ରାର ସଂପାଦକ, କୃଷ୍ଣ ଚନ୍ଦ୍ର ହୋତା, ସଭାପତି, କଲେଜ୍ ପରିଚାଳନା କମିଟି, ବୃଶକେତୁ ପ୍ରଧାନ, ସହ ସମ୍ପାଦକ, କଲେଜ୍ ପରିଚାଳନା କମିଟି, ବାଳାଦିତ୍ୟ ବିକାଶ ଚନ୍ଦନ ସିଂ, ଅଧ୍ୟାପକ, ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କଦଳୀଗଡ ଅତିଥି ଭାବରେ ଯୋଗଦେଇ ସ୍ବାମୀ ବିବେକାନନ୍ଦ ଥିଲେ ଜଣେ ବକ୍ତା , ସମାଜ ସଂସ୍କାରକ ତଥା ବିଚକ୍ଷଣ ବ୍ୟକ୍ତିର ଅଧିକାରୀ।

ଯୁବ ସମାଜର ଆଦର୍ଶ ଭାବରେ ବେଶ୍ ପରିଚିତ ଥିଲେ ବିବେକାନନ୍ଦ। ସେ କହୁଥିଲେ ଉଠ ଯାଗ୍ରତ ହୁଅ ଲକ୍ଷ୍ୟ ହାସଲ ନ ହେବା ଯାଏଁ ଅଟକି ଯାଅ ନାହିଁ। ସ୍ବାମୀ ବିବେକାନନ୍ଦ ନିଜର ସାଧନା ବଳରେ ଦେଶ ବିଦେଶର ବିଭିନ୍ନ ସ୍ଥାନରେ ବକ୍ତବ୍ୟ ପ୍ରଦାନ କରି ବେଶ୍ ପରିଚିତ ହୋଇ ପାରିଥିଲେ ବୋଲି ବକ୍ତା ମାନେ ମତ ବ୍ୟକ୍ତ କରିଥିଲେ।

ଶେଷରେ ସୁଦର୍ଶନ ସାର୍, ଧନ୍ୟବାଦ ଅର୍ପଣ କରିଥିବା ବେଳେ ବୈନତେୟ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। କଲେଜର ଛାତ୍ର ଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଗଣ, ପରିଚାଳନା କମିଟି ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଜାତୀୟ ଯୁବ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026
Latest News

ରାସାୟନିକ ପଦାର୍ଥରେ ତିଆରି ଆଇସକ୍ରିମ ଏବଂ ଲସି କାରଖାନା ଠାବ: ମାଲିକ ଗିରଫ

April 1, 2026

ରାଧାକୃଷ୍ଣ ମଠ ପରିସରରେ ବ୍ରହ୍ମଚାରୀଙ୍କ ଆତ୍ମହତ୍ୟା

April 1, 2026

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକଙ୍କ ପ୍ରାଣହାନୀ

April 1, 2026

କଟକରେ ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

April 1, 2026

ପଶ୍ଚିମବଙ୍ଗରେ କିଏ ଗଢିବ ସରକାର?: ଆଶ୍ଚର୍ଯ୍ୟ କରିବ ପ୍ରାକ-ନିର୍ବାଚନ ସର୍ଭେ ଆକଳନ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.